ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଗଞ୍ଜେଇ ଗଛ ଲଗା ଯାଇଥିବା ଜାଣିବା ପରେ ଭୃଙ୍ଗିଯୋଡି ପଞ୍ଚାୟତ ମହୁଲିଙ୍ଗିଆ, ଦଡିଲାଇ, କାରୁକାଜା, ଗାଜୁର ଘାଟି ଅଞ୍ଚଳରେ ଚଢ଼ାଉ କରାଯାଇ ବେଆଇନ ଗଞ୍ଜେଇ ଗଛକୁ କାଟି ନଷ୍ଟ କରା ଯାଇଥିଲା। ଏହି ଅଭିଯାନରେ ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ତହସିଲଦାର ପୁନମ ରାଉତ, ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ, ଅବକାରୀ ଇନ୍ସପେକ୍ଟର ଦେବୀ ମିଶ୍ର ପ୍ରମୁଖ ଏହି ଗଞ୍ଜେଇ କଟା ଅଭିଯାନରେ ସାମିଲ ଥିଲେ।
‘କଠୋର ଶୁଣାଯାଇପାରେ, କିନ୍ତୁ ତାଙ୍କୁ ବାହାରେ ବସିବାକୁ ପଡ଼ିବ…’ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କହିଲେ ପୂର୍ବତନ କ୍ରିକେଟର
ନୂଆଦିଲ୍ଲୀ,୨୮।୧୨: ଆଘାତ କାରଣରୁ ଇଶାନ କିଶନ ଦଳରୁ ବାଦ ପଡ଼ିବା ପରେ, ବୈଭବ ସୂର୍ଯ୍ୟବଂଶୀ ଭାରତୀୟ କ୍ରିକେଟ ଦଳ ପାଇଁ ଖେଳିବାର ସୁଯୋଗ ପାଇଲେ। ଭାରତ ଏବଂ…
ଅର୍ଣ୍ଣବକୁ ନେଇ ସମୁଦ୍ର କୂଳିଆ ଗାଁରେ ଛନକା, ବିପଦରେ ପେଣ୍ଠ ପୁରୁଣା ପଥରବନ୍ଧ
ରାଜନଗର, ୨୮ା୧୦(ଭାସ୍କର ରାଉତରାୟ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଅର୍ଣ୍ଣବକୁ ନେଇ କେନ୍ଦ୍ରାପଡ଼ା ଜିଲାର ସମୁଦ୍ର କୂଳିଆ ଗାଁ ଗୁଡ଼ିକରେ ଛନକା ପଶିଛି। ଅଶାନ୍ତ ସମୁଦ୍ରର…
ଫ୍ଲାଏଦୁବାଇ (flydubai) ପାଇଲଟ କ୍ୟାପଟେନ ସ୍ମିତ ମଚ୍ଛାରଙ୍କୁ ସମ୍ମାନିତ କଲା ୟୁଏଇ (UAE)
ଆବୁ ଧାବି,୨୮।୧୦: ୟୁନାଇଟେଡ ଆରବ ଏମିରେଟ୍ସ (UAE) ର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ, ଆବୁଧାବିରେ ‘ଫ୍ଲାଏଦୁବାଇ’ (flydubai) ର ପାଇଲଟ କ୍ୟାପଟେନ ସ୍ମିତ ମଚ୍ଛାରଙ୍କୁ…
ଅଭିଷେକଙ୍କ ବ୍ୟାଟିଂ ଦେଖି ପାକିସ୍ତାନର ଉଡ଼ିଗଲା ହୋଶ୍: ପୂର୍ବତନ କ୍ରିକେଟର୍ କହିଲେ, ଏଭଳି ତାଣ୍ଡବ କେବେ ଦେଖିନାହିଁ
ନୂଆଦିଲ୍ଲୀ,୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତୀୟ ଯୁବ ବ୍ୟାଟର୍ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଇନିଂସ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଛି। ମାତ୍ର ୩୫…
ବାତ୍ୟା ଅର୍ଣ୍ଣବର ପ୍ରଭାବ: ଛତ୍ରପୁରରେ ଲଗାଣ ବର୍ଷା ସହ ଅନେକ ସ୍ଥାନରେ ଭାଙ୍ଗିଲା ଗଛ
ଛତ୍ରପୁର,୨୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଛତ୍ରପୁର ଅଞ୍ଚଳରେ ଗତ ଦୁଇଦିନ ହେଲା ଲଗାଣ ବର୍ଷା ସାଙ୍ଗକୁ ପବନ ଜାରି ରହିଛି। ଲଗାଣ ବର୍ଷା ଓ…
ଦାରିଙ୍ଗବାଡ଼ିରେ ତୁହାକୁ ତୁହା ବର୍ଷା: ବଜାରଘାଟ ଜନଶୂନ୍ୟ
ଦାରିଙ୍ଗବାଡ଼ି, ୨୮।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। କୋହଲା ପବନ ସାଙ୍ଗକୁ…
ଖୋର୍ଦ୍ଧାରେ ୪୦.୬୪ ମିଲିମିଟର ବର୍ଷା ରେକର୍ଡ
ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଅକ୍ଟୋବର ୨୭ରୁ ୨୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାର ୧୪ଟି ବର୍ଷା…
WPL 2027 ନିଲାମରେ ସବୁଠାରୁ ମହଙ୍ଗା ହୋଇପାରନ୍ତି ଏହି ୩ ଖେଳାଳି; ଭାଙ୍ଗିବ ସମସ୍ତ ରେକର୍ଡ
ନୂଆଦିଲ୍ଲୀ,୨୮।୧୦: ମହିଳା ପ୍ରିମିୟର ଲିଗ (WPL 2027) ନିଲାମ ଆଜି, ଅକ୍ଟୋବର ୨୮ରେ କୋଚି ଠାରେ ଅନୁଷ୍ଠିତ ହେଉଛି। ଏହି ନିଲାମ ପାଇଁ ମୋଟ ୧୪୬ ଜଣ…

