Posted inଫୁରସତ

୧୩୦ ଫୁଟ୍‌ ଉଚ୍ଚରେ ଦୀର୍ଘ ୨୬ ବର୍ଷ ହେଲା ବିତୁଛି ଏକୁଟିଆ ଜୀବନ

ଜର୍ଜିଆର ୧୩୦ ଫୁଟ୍‌ ଉଚ୍ଚ କତ୍‌ସ୍କି ଖମ୍ବ କାହଁି କେଉଁ ଯୁଗରୁ ଜୀର୍ଣ୍ଣଶୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏପରିସ୍ଥଳରେ ସେଠାକୁ କେହି ବି ଯା’ଆସ କରନ୍ତି ନାହଁି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେଲେ ଏହି ଖମ୍ବରେ ଦୀର୍ଘ ୨୬ ବର୍ଷ ଧରି ଜଣେ ବ୍ୟକ୍ତି ନିଜ ଜୀବନ ଜିଉଁଛନ୍ତି। ତା’ପୁଣି ଏକାକୀ। ୧୩୦ ଫୁଟ୍‌ ଉଚ୍ଚ ଶିଖରରେ ରହିବା କଥା କଳ୍ପନା କରିବାକୁ ଯେଉଁଠି ଭୟ ଲାଗେ, ସେଠାରେ ଏତେବର୍ଷ ଧରି ଏକୁଟିଆ ଜୀବନ ବିତାଇବା କିଛି କମ୍‌ କଥା ନୁହେଁ। ଏହି ସାହସିକ ପଦକ୍ଷେପ ଗ୍ରହଣ କରିଛନ୍ତି ମାକ୍ସିମ୍‌ ନାମକ ଜଣେ ଖ୍ରୀଷ୍ଟିଆନ୍‌ ପାଦ୍ରୀ। ତାଙ୍କ ଅନୁସାରେ, ଏତେ ଉଚ୍ଚରେ ରହି ସେ ଈଶ୍ୱରଙ୍କର ନିକଟତର ହୋଇପାରିଥିବା ଅନୁଭବ କରୁଛନ୍ତି। ଶିଖରରେ ଯେଉଁ ଘର ସେ ନିର୍ମାଣ କରିଛନ୍ତି ତା’ର ନାମ ରଖିଛନ୍ତି ମାକ୍ସିମ୍‌ କର୍ଟେଜ୍‌। ୧୯୯୩ରୁ ସେ ଏଠାରେ ରହିଆସୁଛନ୍ତି। ସପ୍ତାହକୁ ମାତ୍ର ଦୁଇଥର ସେ ତଳକୁ ଆସିଥାନ୍ତି। ତଳକୁ ଆସିବାକୁ ୧୩୧ ଫୁଟ୍‌ର ପାହାଚ ନିର୍ମାଣ ହୋଇଛି। ଏଥିରେ ଆସିବାକୁ ମାକ୍ସିମ୍‌କୁ ଅତିକମ୍‌ରେ ୨୦ ମିନିଟ୍‌ ସମୟ ଲାଗେ। ବାକି ସମୟରେ ତଳେ ଥିବା ଲୋକେ ତାଙ୍କୁ ଜରୁରୀ ସାମଗ୍ରୀ ସବୁ ଏକ କୁଲି ଦଉଡ଼ି ମାଧ୍ୟମରେ ପଠାଇଥାନ୍ତି। ଖମ୍ବ ସଦୃଶ ଦେଖାଯାଉଥିବା ଏହି ପାହାଡ଼ର ଶିଖରରେ ସେ ଏକ ପ୍ରାର୍ଥନା କକ୍ଷ ନିର୍ମାଣ କରିଛନ୍ତି। ବେଳେବେଳେ କିଛି ବିପଦରେ ପଡ଼ିଥିବା ଯୁବବର୍ଗ ସେଠାକୁ ପ୍ରାର୍ଥନା କରିବାକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?