୧୩୬ରେ ଅଲଆଉଟ୍‌ ଶ୍ରୀଲଙ୍କା

କାର୍ଡିଫ,୧।୬- ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅନୁଷ୍ଠିତ ବିଶ୍ୱକପ୍‌ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କା ୧୩୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ୧୯୯୬ ବିଶ୍ୱକପ୍‌ ଚାମ୍ପିୟନ ମାତ୍ର ୨୯.୨ ଓଭର ଖେଳିବାକୁ ସକ୍ଷମ ହୋଇଥିଲେ। ଦଳ ପାଇଁ ଅଧିନାୟକ ଦିମୁଥ କରୁଣାରତ୍ନେ ୫୨ ରନ୍‌ କରି ଅପରାଜିତ ଥିବାବେଳେ କୁସାଲା ପେରେରା ୨୯ ଓ ଥିସାରା ପେରେରା ୨୭ ରନ୍‌ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ସ୍କୋର ଛୁଇଁବାକୁ ସକ୍ଷମ ହୋଇ ନ ଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ୍ଟ ହେନ୍‌ରୀ ଓ ଲୋକି ଫର୍ଗୁସନ ୩ ଉଇକେଟ ଲେଖାଏ ନେଇଥିଲେ। ଟ୍ରେଣ୍ଟ ବୋଲ୍ଟ, କଲିନ ଡେଗ୍ରାଣ୍ଡହୋମ, ମିଚେଲ ସାଣ୍ଟନର ଓ ଜେମ୍ସ ନିଶାମ ଗୋଟିଏ କରି ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri