୧୪ ଗୋରୁ ସହ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ, ୨୦ା୬- ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଅଞ୍ଚଳରୁ ଶୁକ୍ରବାର ବେଆଇନ ଗୋଚାଲାଣ ବେଳେ ଟାଉନ ଥାନା ପୋଲିସ ୧୪ଟି ଗୋରୁ ସହ ଏକ ପିକଅପ୍‌ ଭ୍ୟାନ୍‌ ଜବତ କରିଛି। ବଜରଙ୍ଗ ଦଳର କର୍ମୀମାନେ ପହଞ୍ଚି ଏହି ଗୋରୁ ବୋଝେଇ ଗାଡ଼ିକୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଗୋରୁ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ପହଞ୍ଚି ଏହାକୁ ଜବତ କରି ତଦନ୍ତ ଚଳାଇଛି । ଗୋରୁଗୁଡ଼ିକୁ ପୋଲିସ ଗୋଶାଳାରେ ଛାଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?