୧୪ ବର୍ଷ ଅଡିଶନ ପରେ ଦେବ୍‌ ଆନନ୍ଦଙ୍କ ଭଣଜାଙ୍କୁ ମିଳିଲା ଅଭିନୟରେ ସୁଯୋଗ, ଦିନକୁ ମିଳୁଛି ୧୮ ହଜାର

ବଲିଉଡ୍‌ରେ ଷ୍ଟାର କିଡ୍‌ଙ୍କୁ ଅତି ସହଜରେ ସୁଯୋଗ ମିଳିଥାଏ। ଏପରି ସମସ୍ତେ ଭାବିଥାନ୍ତି। ମାତ୍ର ସମସ୍ତଙ୍କ କ୍ଷେତ୍ରରେ ଏହା ସତ ହୋଇ ନ ଥାଏ। ଏହାର ଏକ ବଡ଼ ଉଦାହରଣ ଏବେ ଦେଖିବାକୁ ମିଳିଛି। ନିଜ ସମୟର ଲୋକପ୍ରିୟ ନିର୍ଦ୍ଦେଶକ ବିଜୟ ଆନନ୍ଦଙ୍କ ପୁଅ ତଥା ସ୍ବର୍ଗୀୟ ସୁପରଷ୍ଟାର ଦେବ୍‌ ଆନନ୍ଦଙ୍କ ଭଣଜା ବୈଭବ ଆନନ୍ଦଙ୍କୁ ୧୪ ବର୍ଷର ସଂଘର୍ଷ ପରେ ଅଭିନୟରେ ସୁଯୋଗ ମିଳିଛି। ଏକତା କପୁରଙ୍କ ଏକ ଓ୍ବେବ୍‌ ଶୋ ‘ଦ ଭରଡିକ୍ଟ: ନାନାବତି ଭର୍ସେସ୍‌ ଷ୍ଟେଟ’ରେ ତାଙ୍କୁ ଦେଖିବାକୁ ମିଳୁଛି। ସେପ୍ଟେମ୍ବର ୩୦ରୁ ଏହି ଶୋ’ ଆରମ୍ଭ ହୋଇସାରିଛି। ଏହି ଶୋ’ ପାଇଁ ବୈଭବ ଦିନକୁ ୧୮ ହଜାର ଟଙ୍କା ପାରିଶ୍ରମିକ ନେଉଛନ୍ତି।
ଏହି ୧୪ ବର୍ଷ ମଧ୍ୟରେ ବୈଭବ ୧୦୦ରୁ ଅଧିକ ସିନେମାରେ ଅଡିସନ ଦେଇସାରିଛନ୍ତି। ରବି ଚୋପ୍ରା ଏବଂ ସୁରଜ ବଡଜାତ୍ୟାଙ୍କ ପାଇଁ ସହଯୋଗୀ ନିର୍ଦ୍ଦେଶକଭାବେ ମଧ୍ୟ ସେ କାମ କରିସାରିଛନ୍ତି। କେତୋଟି ଥ୍ରୀଲର ସିନେମାର କାହାଣୀ ମଧ୍ୟ ଲେଖିସାରିଛନ୍ତି, ଯେଉଁଥିରେ ସେ ନିର୍ଦ୍ଦେଶନା ଦେବାକୁ ଚାହୁଁଛନ୍ତି। ମାତ୍ର କୌଣସି ଅର୍ଥଯୋଗାଣକାରୀ ସଂସ୍ଥା ତାଙ୍କ ଉପରେ ଭରଷା କରିପାରୁ ନାହିଁ। ତେବେ ଏହି ଶୋ’ର ଅଭିନୟ ତାଙ୍କ ପାଇଁ କେତେ ସଫଳତା ଆଣିଦେବ ତାହା ଆଗାମୀ ଦିନରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri