Posted inଜାତୀୟ

୧୪ ରାଜ୍ୟରୁ ୧୨୭ ସନ୍ଦିଗ୍ଧ ଆଇଏସ୍‌ ଗିରଫ: ଜାକିର ନାଇକଙ୍କ ଭାଷଣ ଶୁଣି ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିଲେ

ନୂଆଦିଲ୍ଲୀ,୧୪।୧୦: ଇସଲାମିକ୍‌ ଧର୍ମ ଉପଦେଶକାରୀ ଜାକିର ନାଇକଙ୍କ ଭାଷଣ ଦ୍ୱାରା ପ୍ରେରିତ ହୋଇ ଆଇଏସ୍‌ ସହିତ ଯୋଗାଯୋଗରେ ଥିବା ୧୨୭ ସନ୍ଦିଗ୍ଧଙ୍କୁ ୧୪ ରାଜ୍ୟରୁ ଗିରଫ କରାଯାଇଛି। ଏନେଇ ଏନ୍‌ଆଇଏ ଆଇଜି ଅଶୋକ ମିତ୍ତଲ ସୂଚନା ଦେଇଛନ୍ତି। ସର୍ବାଧିକ ୩୩ ସନ୍ଦିଗ୍ଧଙ୍କୁ ତାମିଲନାଡୁରୁ ଗିରଫ କରାଯାଇଛି। ସେହିପରି ୧୯ ଜଣଙ୍କୁ ଉତ୍ତରପ୍ରଦେଶରୁ, ୧୭ ଜଣଙ୍କୁ କେରଳରୁ ଏବଂ ୧୪ ଜଣଙ୍କୁ ତେଲେଙ୍ଗାନାରୁ ଗିରଫ କରାଯାଇଛି। ତାମିଲନାଡୁ ଏବଂ କେରଳରୁ ଗିରଫ ହୋଇଥିବା ସନ୍ଦିଗ୍ଧ ପଚରା ଉଚରା ସମୟରେ କହିଥିଲେ ଯେ, ସେମାନେ ଶ୍ରୀଲଙ୍କାରେ ଇଷ୍ଟର ସଣ୍ଡେରେ ହୋଇଥିବା ସିରିଜ୍‌ ବିସ୍ଫୋରଣର ମାଷ୍ଟର ମାଇଣ୍ଡ୍‌ ଜାହରାନ୍‌ ହାଶିମ୍‌ଙ୍କ ଭାଷଣ ଭିଡ଼ିଓ ଦେଖିଥାନ୍ତି। ସେମାନେ ଆଇଏସ୍‌ ସଂଗଠନ ଯୋଗାଯୋଗରେ ଥିବା ମିତ୍ତଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri