Posted inଜାତୀୟ

୧୪ବର୍ଷ ଜେଲ୍‌ଦଣ୍ଡ ଭୋଗୀ ମୃତ୍ୟୁର ୫ ବର୍ଷ ପରେ ଦେଶଦ୍ରୋହ ଅଭିଯୋଗରୁ ମୁକ୍ତ ହେଲେ ଅଭିଯୁକ୍ତ

କୋଲକତା,୨୨।୬: କୁହାଯାଏ ବିଳମ୍ବରେ ମିଳୁଥିବା ନ୍ୟାୟ ପ୍ରକୃତ ନ୍ୟାୟ ନୁହେଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗରେ। ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୩ ଜଣ ଅଭିଯୁକ୍ତଙ୍କୁ କୋଲକତା ହାଇକୋର୍ଟ ମୁକ୍ତ କରିଛନ୍ତି। ସେମାନଙ୍କୁ ୨୦୦୫ରେ ଏକ ନିମ୍ନ ଅଦାଲତ ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଇତିମଧ୍ୟରେ ଜଣେ ଅଭିଯୁକ୍ତ ସୁଶୀଲ ରାୟଙ୍କର ଗତ ୫ ବର୍ଷ ତଳେ ୨୦୧୪ରେ ମୃତ୍ୟୁ ହୋଇସାରିଛି। ନିମ୍ନ ଅଦାଲତଙ୍କ ରାୟକୁ ୨୦୦୬ରେ କୋଲକତା ହାଇକୋର୍ଟରେ ଚ୍ୟାଲେଞ୍ଜ୍‌ କରାଯାଇଥିଲା। ତେବେ ଅନ୍ୟ ଦୁଇ ଅଭିଯୁକ୍ତ ପତିତପାବନ ହାଲଦାର୍‌ ଏବଂ ସନ୍ତୋଷ ଦେବନାଥଙ୍କୁ ବିଚାରପତି ସଞ୍ଜିବ୍‌ ବାନାର୍ଜୀ ଏବଂ ଶୁଭ୍ରା ଘୋଷ ମୁକ୍ତ କରିବା ପାଇଁ ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri