Posted inଜାତୀୟ

୧୪୫ ଦେଶରେ କରୋନା ମହାମାରୀ: ମୃତ୍ୟୁ ସଂଖ୍ୟା ୫୪୩୬, ଲକ୍ଷେ ୪୫ ହଜାରରୁ ଅଧିକ ସଂକ୍ରମିତ

ଜେନେଭା,୧୪।୩: କରୋନା ମହାମାରୀ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୪୫ଟି ଦେଶରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା କରୋନା ସଂକ୍ରମଣଙ୍କ ମୃତ୍ୟୁ ସଂଖ୍ୟା ୫୪୩୬ ଛୁଇଁଛି। ସେହିପରି ଲକ୍ଷେ ୪୫ ହଜାର ୬୩୪ ଲୋକ ଏହା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଥିବାବେଳେ ୨ ହଜାର ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଆମେରିକା ସମସ୍ତ ସମୁଦ୍ର ପଥକୁ ସିଲ୍‌ କରିଛି। ୩୦ ଦିନ ପର୍ଯ୍ୟନ୍ତ ବିଦେଶୀ ଜାହାଜର ଚଳାଚଳକୁ ଏହି ପଥ ଦେଇ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri