୧୫ ଟନ୍‌ ଚୋରା ରଡ଼ ଜବତ

ଭାପୁର,୧୨।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୋଲିସ ରବିବାର ଗୋବିନ୍ଦପ୍ରସାଦ ଗ୍ରାମ ନିକଟରେ ଚଢାଉ କରି ୧୫ ଟନ୍‌ ଚୋରା ଲୁହା ରଡ଼ ଜବତ କରିଛି। ଏଥିସହିତ ରଡ଼ ଜବତ ସ୍ଥାନ ନିକଟରୁ ଏକ ବାଇକ(ଓଡ଼ି୦୬ଏଫ-୨୦୭୫) ଜବତ କରାଯାଇଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇ ନାହିଁ। ଅନ୍ୟପକ୍ଷରେ ଏହା ସ୍କାନ ଷ୍ଟିଲ କମ୍ପାନୀ ରାଉରକେଲାରୁ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିବାବେଳେ ଚୋରି ହୋଇଥିବା କମ୍ପାନୀ ଅଧିକାରୀ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ଭାପୁର ଫାଣ୍ଡି ଅଧିକାରୀ ପ୍ରଶାନ୍ତ ପଢିହାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri