୧୫ ଦିନର ଶିଶୁପୁତ୍ରକୁ ଛାଡ଼ି ମା’, ବାପା ଫେରାର

ଜଗତ୍‌ସିଂହପୁର ଅଫିସ,୬ା୨: ଜଗତ୍‌ସିଂହପୁର ସଦର ମହକୁମା ଚର୍ଚ୍ଚିକା ବଜାର ନିକଟ ମୁଣ୍ଡା ସାହିରେ ରହୁଥିବା ଜଣେ ଅନୁସୂଚିତ ଜନଜାତିର ବ୍ୟକ୍ତି ତାଙ୍କ ୧୫ ଦିନର ଶିଶୁ ପୁତ୍ରକୁ ପୋକପୁରର ଜଣେ ବ୍ୟକ୍ତିଙ୍କୁ ଦେଇ ସ୍ତ୍ରୀ ଏବଂ ଆଉ ଏକ ପୁଅଙ୍କ ସହ କୁଆଡ଼େ ଚାଲିଯାଇଛନ୍ତି। ବିଶେଷ ସୂତ୍ରରୁ ଏ ସମ୍ପର୍କରେ ସୂଚନାପାଇ ଜଗତ୍‌ସିଂହପୁର ଥାନା ପୋଲିସ ଓ ଚାଇଲ୍ଡଲାଇନ୍‌ କର୍ମଚାରୀମାନେ ସେଠାରେ ପହଞ୍ଚତ୍ ରବିବାର ଶିଶୁପୁତ୍ରକୁ ଉଦ୍ଧାର କରିଛନ୍ତି। ଏଥିସହ ଶିଶୁକୁ ମଙ୍ଗଳ ସମିତି (ସିଡବ୍ଲ୍ୟୁସି)ରେ ହାଜର କରାଯାଇଛି। ସିଡବ୍ଲ୍ୟୁସି ପକ୍ଷରୁ ତୁରନ୍ତ ଉକ୍ତ ଶିଶୁକୁ ସ୍ଥାନୀୟ ଶିଶୁ ଆଶ୍ରମ ଏସ୍‌ଏଏ (ସ୍ପେଶିଆଲାଇଜ ଆଡପ୍‌ଶନ ଏଜେନ୍ସି)ରେ ରଖିବା ପାଇଁ ବ୍ୟବସ୍ଥା କରିଛି। ତାକୁ ବିକ୍ରି କରାଯାଇଥିବା ନେଇ ଚର୍ଚ୍ଚା ହେଉଥିବାରୁ ସ୍ଥାନୀୟ ପୋଲିସ ଏହି ଘଟଣାର ଅନୁଧ୍ୟାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?