୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର ରାତିରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଦୁର୍ବୃତ୍ତମାନେ ତାଙ୍କ ତାଲା ବନ୍ଦ ଘରେ କଳାକନା ବୁଲାଇ ଦେଇଛନ୍ତି। ତଳ ମହଲା ଓ ଉପର ମହଲା ବିଶିଷ୍ଟ ଘର ଭିତରେ ଥିବା ୨ଟି ଆଲମିରାରୁ ଚୋର ଦଳ ପ୍ରାୟ ୧୫ ଭରି ଓଜନର ସୁନା ଗହଣା ଓ ଟଙ୍କା ଚୋରି କରି ନେଇ ଯାଇଛନ୍ତି। ଏନେଇ ସଦର ଥାନାରେ ସେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୪୬/୨୦ ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗୁରୁବାର ସକାଳେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ସହାୟତାରେ ଚୋର ଗ୍ୟାଙ୍ଗ ଠାବ ପାଇଁ ଯାଞ୍ଚ କରୁଛି ବୋଲି ତଦନ୍ତକାରୀ ଅଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି। ସେହି ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ମଧ୍ୟ ସଂଗ୍ରହ କରାଯାଇଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ଉକ୍ତ ଥାନା ଅନ୍ତର୍ଗତ ନିମଖଣ୍ଡି ଗଣେଶ ନଗରରେ ରହୁଥିବା ଔଷଧ ବ୍ୟବସାୟୀ ଏଲ.ଭେଙ୍କେଟେଶଙ୍କ ଘରୁ ଚୋରି ହୋଇଥିଲା। ଗୃହକର୍ତ୍ତାଙ୍କ ଅନୁପସ୍ଥିତିରେ ଗ୍ରୀଲ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ତାଙ୍କ ବେଡ୍‌ ରୁମ ଆଲମିରାରେ ଥିବା ସୁନା ଗହଣା, ରୁପା ସାମଗ୍ରୀ ଓ ନଗଦ ୧୨ ହଜାର ଟଙ୍କା ଚୋରି କରି ନେଇଯାଇଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୪୨/୨୦ରେ ଏକ ମାମଲା ରୁଜୁୁ କରିଥିଲା। ଉକ୍ତ ଚୋରି ଘଟଣାରେ ମଧ୍ୟ ପୋଲିସକୁ ଏବେ ସୁଦ୍ଧା କୌଣସି ସୁରାକ ମିଳି ପାରିନାହିଁ। ତଦନ୍ତ ଆରମ୍ଭ କରିଛି। ଗୁରୁବାର ସକାଳେ ପୋଲିସ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ସହାୟତାରେ ଚୋର ଗ୍ୟାଙ୍ଗ ଠାବ ପାଇଁ ଯାଞ୍ଚ କରୁଛି ବୋଲି ତଦନ୍ତକାରୀ ଅଧିକାରୀ ସନ୍ତୋସିନୀ ଓରାମ ସୂଚନା ଦେଇଛନ୍ତି। ସେହି ଅଞ୍ଚଳରେ ଲାଗିଥିବା ସିସି ଟିଭି ଫୁଟେଜ ମଧ୍ୟ ସଂଗ୍ରହ କରାଯାଇଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ଉକ୍ତ ଥାନା ଅନ୍ତର୍ଗତ ନିମଖଣ୍ଡି ଗଣେଶ ନଗରରେ ରହୁଥିବା ଔଷଧ ବ୍ୟବସାୟୀ ଏଲ.ଭେଙ୍କେଟେଶଙ୍କ ଘରୁ ଚୋରି ହୋଇଥିଲା। ଗୃହକର୍ତ୍ତାଙ୍କ ଅନୁପସ୍ଥିତିରେ ଗ୍ରୀଲ ତାଲା ଭାଙ୍ଗି ଦୁର୍ବୃତ୍ତମାନେ ତାଙ୍କ ବେଡ୍‌ ରୁମ ଆଲମିରାରେ ଥିବା ସୁନା ଗହଣା, ରୁପା ସାମଗ୍ରୀ ଓ ନଗଦ ୧୨ ହଜାର ଟଙ୍କା ଚୋରି କରି ନେଇଯାଇଥିଲେ। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୪୨/୨୦ରେ ଏକ ମାମଲା ରୁଜୁୁ କରିଥିଲା। ଉକ୍ତ ଚୋରି ଘଟଣାରେ ମଧ୍ୟ ପୋଲିସକୁ ଏବେ ସୁଦ୍ଧା କୌଣସି ସୁରାକ ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?