୧୫ରୁ ନେପାଳରେ ଅନ୍ତର୍ଜାତୀୟ ପ୍ରବାସୀ ଓଡ଼ିଆ ସମାବେଶ: ଓଡ଼ିଶାରୁ ଯାତ୍ରାକଲେ ୨୦ ଜଣିଆ ଦଳ

ଢେଙ୍କାନାଳ ଅଫିସ, ୧୪ା୯ – ନେପାଳର ଆଧ୍ୟାତ୍ମିକ ସହର କାଠମାଣ୍ଡୁରେ ସେପ୍ଟେମ୍ବର ୧୫ରୁ ୩ଦିନ ଧରି ଆୟୋଜିତ ହେଉଛି ଅନ୍ତର୍ଜାତୀୟ ପ୍ରବାସୀ ଓଡ଼ିଆ ସମାବେଶ। ବିଶ୍ୱ ଓଡ଼ିଶା ନେପାଳ ମୈତ୍ରୀ ପରିଷଦ ଏବଂ ବିଶ୍ୱ ଓଡ଼ିଶା ଶ୍ରମ ପରିଷଦର ମିଳିତ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଆୟୋଜିତ ହେଉଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟର ୨୦ଜଣ ଯୋଗଦେବେ। ଶୁକ୍ରବାର ସମ୍ପୃକ୍ତ ପ୍ରତିନିଧିମାନେ ନେପାଳ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।
ଅଭିଯାତ୍ରୀ ଦଳକୁ ଢେଙ୍କାନାଳରେ ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ପ୍ରସନ୍ନ ମିଶ୍ର, ଉଫୁନା ଅନୁଷ୍ଠାନ ସଭାପତି ମନୋରଞ୍ଜନ ପଟ୍ଟନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।
ସମାବେଶରେ ପ୍ରବାସୀ ଓଡ଼ିଆ ସମ୍ପର୍କର ମିଳନ, ସାଂସ୍କୃତିକ ବିନିମୟ, ସାହିତ୍ୟ, ସଂହତି, ଶ୍ରମ କର୍ମଶାଳା, ଓଡ଼ିଆ ସ୍ବାକ୍ଷର ସମ୍ପର୍କ ଆଦି କାର୍ଯ୍ୟକ୍ରମ ରହିଛି। ଏହା ନେପାଳରେ ବସବାସ କରୁଥିବା ଶ୍ରମଜୀବୀ, କର୍ମଜାବୀ ଓଡ଼ିଆଙ୍କ ମଧ୍ୟରେ ସମ୍ପର୍କର ଆଦାନ ପ୍ରଦାନ ଲାଗି ବାଟ ଫିଟାଇବ। ସେଠାକାର ସାହିତି୍ୟକ ଏବଂ ବୁଦ୍ଧିଜୀବୀଙ୍କ ସହିତ ସ୍ବତନ୍ତ୍ର ଅଧିବେଶନରେ ଓଡ଼ିଶା-ନେପାଳ ମଧ୍ୟରେ ଥିବା ଐତିହାସିକ ସମ୍ପର୍କ ଉପରେ ଆଲୋଚନା ହେବ ବୋଲି ବିଶ୍ୱ ଓଡ଼ିଶାର କାର୍ଯ୍ୟକାରୀ ସଭାପତି କବି ବାହାଦୁର ପାଟଶାହାଣୀ ଏବଂ ସାଧାରଣ ସମ୍ପାଦକ ମନୋଜ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri