Posted inଜାତୀୟ

୧୫୦ ବର୍ଷର ପୁରୁଣା ସ୍କୁଲରେ ଟ୍ରେନ୍‌ ବଗିରେ ପାଠପଢ଼ିବେ ପିଲା

ମଦୁରାଇ,୧୮।୬: ୟୁକେର ଶିକ୍ଷା ବ୍ୟବସ୍ଥାର ଶୈଳୀ ଭଳି ଭାରତରେ ମଧ୍ୟ ପାଠପଢ଼ାକୁ ମଜାଳିଆ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଟ୍ରେନ୍‌ର ଖେଳନା ହେଉ କି ସତରେ ଏହାକୁ ଦେଖିବା ପାଇଁ ପିଲାମାନେ ବହୁତ ଭଲ ପାଆନ୍ତି। ଛୁଆମାନଙ୍କୁ ପାଠପଢ଼ା ପ୍ରତି ଆକୃଷ୍ଟ କରିବା ପାଇଁ ଚେନ୍ନାଇର ମଦୁରାଇରେ ଥିବା ୧୫୦ ବର୍ଷର ପୁରୁଣା ସ୍କୁଲକୁ ଏକ ଟ୍ରେନ୍‌ ଭଳି ଡିଜାଇନ୍‌ କରାଯାଇଛି। ଉଚ୍ଚତମ ମାଧ୍ୟମିକ ସ୍କୁଲରେ ୨ହଜାରରୁ ଊର୍ଦ୍ଧ୍ୱ ପିଲା ପାଠ ପଢ଼ୁଥିବା ବେଳେ କେବଳ ପ୍ରାଇମେରି ବିଭାଗରେ ଶହେ ଜଣ ଛାତ୍ରୀଛାତ୍ର ରହିଛନ୍ତି। ଚଳିତ ଥର ସ୍କୁଲରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇଁ ଆଡମିଶନ୍‌ରେ କିଛି ପରିବର୍ତ୍ତନ କରାଯାଇଛି। ପିଲାଙ୍କ ପାଇଁ ସ୍କୁଲର କୋଠରୀଗୁଡ଼ିକୁ ଟ୍ରେନ୍‌ ବଗିର ରୂପ ଦିଆଯାଇଛି। ଯାହାକୁ ଦେଖିଲେ ଲାଗିବ ଟ୍ରେନ୍‌ଟି ମଦୁରାଇରୁ ଚେନ୍ନାଇକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri