୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ ଦେଶରେ ୧୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଛି। ଜମ୍ମୁ-କଶ୍ମୀର, ମହାରାଷ୍ଟ୍ର ଓ ଗୁଜରାଟରେ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କର ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ ଜାରି ହୋଇଛି। ପରିସ୍ଥିତିରେ ସୁଧାର ନ ହେଲେ ଭାରତ ଷ୍ଟେଜ୍‌ ଥ୍ରୀକୁ ଯିବାର ଆଶଙ୍କା ମଧ୍ୟ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri