୧୬ ହଜାର ବୋତଲ କଫ୍‌ ସିରପ ଜବତ : ଆନୁମାନିକ ମୂଲ୍ୟ ୨୫ ଲକ୍ଷ

ପାଟଣାଗଡ଼,୨।୧୨(ଡି.ଏନ୍‌.ଏ.): ପାଟଣାଗଡ଼ ପୋଲିସ ରବିବାର ବିଳମ୍ବିତ ରାତିରେ ଲରମ୍ଭା ଥାନା ଅନ୍ତର୍ଗତ ଲୁହାସିଂହା ଗ୍ରାମର ଏକ ଗୋଦାମ ଘରେ ଚଢ଼ାଉ କରି ୧୬ ହଜାର ବୋତଲ କଫ୍‌ ସିରପ ଜବତ କରିଛି। ଜବତ ହୋଇଥିବା କଫ୍‌ ସିରପର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏ ନେଇ ସୋମବାର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବଲାଙ୍ଗୀର ଏସ୍‌ପି ମାଡକର ସନ୍ଦିପ ସମ୍ପତ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଗୋଦାମ ମାଲିକ ସତ୍ୟନାରାୟଣ ଅଗ୍ରୱାଲ ଓରଫ ଗୁଲୁ ଘଟଣାସ୍ଥଳରୁ ଫେରାର ଥିବା ଏସ୍‌ପି କହିଛନ୍ତି। ଗୁଲୁଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ରହିଥିବାରୁ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି କହିଛନ୍ତି। ଗତ କିଛିଦିନ ତଳେ ବଲାଙ୍ଗୀରଠାରେ ୧୧ ହଜାର ବୋତଲ କଫ୍‌ ସିରପ ଜବତ ହୋଇଥିବା ବେଳେ ବର୍ତ୍ତମାନ ପାଟଣାଗଡରେ ୧୬ ବୋତଲ ହଜାର କଫ୍‌ ସିରପ ଜବତ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନାନୁଯାୟୀ, କୌଣସି ସୂତ୍ରରୁ ଖବରପାଇ ରାତିରେ ପାଟଣାଗଡ ଏସ୍‌ଡିପିଓ ସୁରେଶ କୁମାର ନାଏକଙ୍କ ନେତୃତ୍ୱରେ ପାଟଣାଗଡ଼, ଲରମ୍ଭା ପୋଲିସ ଏବଂ ମାଜିଷ୍ଟ୍ରେଟ ଭାବେ ଉପଜିଲାପାଳ ସୋମନାଥ ପଧାନ ଘଟଣାସ୍ଥଳରେ ପହଞ୍ଚି ଏହି ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?