୧୬ନଂ ଏନ୍‌ଏଚ୍‌ରେ ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍‌, ବାଇକ: ଦମ୍ପତି ଗୁରୁତର

ଧର୍ମଶାଳା,୫ା ୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ସାରୋଇ ଛକ ନିକଟରେ ଗୁରୁବାର ଏକ ବାଇକକୁ ଟ୍ରକ୍‌ ଧକ୍କା ଦେବା ପରେ ଉଭୟ ଗାଡ଼ି ଜଳିଯାଇଛି। ଏଥିରେ ବାଇକରେ ଯାଉଥିବା ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଭଦ୍ରକ ଜିଲା ବନ୍ତ ଅଞ୍ଚଳର ତାପସ ତରେଇ(୩୨) ଓ ଶୁଭଲକ୍ଷ୍ମୀ ନାୟକ(୨୮)। ଉଭୟ ଏକ ବାଇକରେ ଭୁବନେଶ୍ୱରରୁ ଭଦ୍ରକ ଫେରୁଥିବା ବେଳେ ସକାଳ ୧୦ଟା ସମୟରେ ଏଭଳି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଦମ୍ପତିଙ୍କୁ ଉଦ୍ଧାର କରି ବଡଚଣା ମେଡିକାଲ ପଠାଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଗାଡି ଜଳୁଥିବା ଖବର ପାଇ ଚଣ୍ଡିଖୋଲ ଦମକଳ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିଥିଲା। ଏହି ସମୟରେ ଉକ୍ତ ରାସ୍ତାଦେଇ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପଟେ ଶହଶହ ଗାଡି ଅଟକି ରହିଥିଲା। ଧର୍ମଶାଳା ପୋଲିସ ୮୮/୨୦ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri