୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା ଦାୟିତ୍ୱରେ ରହିଛି। ଏ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ପଥର ଆଖଡ଼ା ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୁଣ୍ଢେଇବେଣ୍ଟ ସାହି ଅନ୍ତର୍ଗତ ୨୨ ମେଳର ସଭାପତି, ସମ୍ପାଦକ ସମେତ ନାରାୟଣ ମହାପାତ୍ର, ବାବାଜୀ ମହାପାତ୍ର, ତଳୁଚ୍ଛ ନୀଳକଣ୍ଠ ମହାପାତ୍ର, ରବୀନ୍ଦ୍ରନାଥ ସେନାପତି, ରାମଚନ୍ଦ୍ର ପାଢୀ, ନରେନ୍ଦ୍ର ମହାନ୍ତି, ପୂର୍ବତନ ସଂସ୍କୃତି ବିଭାଗ ସହନିର୍ଦ୍ଦେଶକ ତଥା ସଂସ୍କୃତି ଗବେଷକ ପ୍ରଫୁଲ୍ଲ ସାମନ୍ତରାୟ, ପୂର୍ବତନ ଜିଲା ଲୋକସମ୍ପର୍କ ଅଧିକାରୀ ମାୟାଧର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ମହୋତ୍ସବ ଆୟୋଜନ ଓ ସୁପରିଚାଳନା ନିମନ୍ତେ ବିଭିନ୍ନ ସବ୍‌ କମିଟି ଗଠନ କରାଯାଇଛି। ଗବେଷକ ସାମନ୍ତରାୟ କହିଛନ୍ତି, ଏଥିଲାଗି ସଂସ୍କୃତି ବିଭାଗ ପକ୍ଷରୁ ସାଢେ ୩ଲକ୍ଷ ଟଙ୍କା ଅନୁଦାନ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି

AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍‌ ଭାବରେ ସୋସିଆଲ…

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri