Posted inଖେଳ

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଭେନ୍ୟୁ ତାଲିକାରେ କଳିଙ୍ଗ ଷ୍ଟାଡିୟମ୍‌

ପଣଜୀ,୨୧ା୫- ଆସନ୍ତା ୨୦୨୦ ଜୁନ୍‌ରେ ଭାରତ ୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବ। ଏଥିନେଇ ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ୫ ଭେନ୍ୟୁ ଚୟନ କରିଛି। ଏଥିରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ ସମେତ ଗୋଆ, ଅହମ୍ମଦାବାଦ, କୋଲକାତା ଓ ମୁମ୍ବାଇ ରହିଛି। ଫିଫାର ସ୍ବତନ୍ତ୍ର ଦଳ ଓ ସ୍ଥାନୀୟ ଆୟୋଜକ କମିଟି (ଏଲଓସି) ଅହମ୍ମଦାବାଦ ଗ୍ରାଉଣ୍ଡ ଯାଞ୍ଚ କରିଛି। ଏମାନେ ଗୁରୁବାର ଗୋଆ ଗସ୍ତ କରିବେ। ଏଆଇଏଏଫ୍‌ ଓ ଏହାର ଦଳମାନଙ୍କ ସହ ଓଡ଼ିଶା ସରକାରଙ୍କ ଭଲ ବୁଝାମଣା ରହିଛି। ଏଣୁ ଭୁବନେଶ୍ୱରରେ ଫିଫା ବିଶ୍ୱକପ୍‌ ଆୟୋଜନ ହେବାର ବିଶେଷ ସମ୍ଭାବନା ରହିଛି। ୩ ବର୍ଷ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଭାରତ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଇଭେଣ୍ଟ ଆୟୋଜନ କରିବାକୁ ଯାଉଛି।
୨୪ ଦଳକୁ ନେଇ ଅନୁଷ୍ଠିତ ପୁରୁଷ ଇଭେଣ୍ଟ ୬ ଭେନ୍ୟୁରେ ଖେଳାଯାଇଥିଲା। ହେଲେ ମହିଳା ଇଭେଣ୍ଟରେ ୧୬ ଦଳ ୪ ଭେନ୍ୟୁରେ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri