ମୁମ୍ବାଇ,୬-୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍ସି) ବ୍ୟାଙ୍କର ପୂର୍ବତନ ଏମ୍ଡି ଜୟ ଥୋମାସଙ୍କୁ ଚଳିତ ମାସ ୧୭ ଯାଏ ପୋଲିସ ହାଜତରେ ରଖିବ। ୪,୩୫୫ କୋଟି ଟଙ୍କା ବ୍ୟାଙ୍କ ଠକେଇ ମାମଲାରେ ଥୋମାସଙ୍କୁ ଶନିବାର ରିମାଣ୍ଡରେ ରଖିବ ବୋଲି ସୂଚନା ରହିଛି। ଥୋମାସ ବ୍ୟାଙ୍କର ଜଣେ କର୍ମଚାରୀ ହୋଇଥିବା ବେଳେ ଜଣେ ନିଷ୍ପତ୍ତି ଗ୍ରହଣକାରୀ ନୁହଁନ୍ତି। ଋଣ ଅନାଦାୟ ହେବାରୁ ତାଙ୍କୁ ବଦନାମ କରାଯାଇଥିବା ଜୟଙ୍କ ଓକିଲ ରାକେଶ ସିଂ ଯୁକ୍ତି ବାଢିଛନ୍ତି। ଶୁକ୍ରବାର ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା ଜୟଙ୍କୁ ଗିରଫ କରିବା ସହ ଅତିରିକ୍ତ ମୁଖ୍ୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ଏସ୍.ଜି. ଶେଖଙ୍କ ସାମ୍ନାରେ ହାଜର କରିଥିଲା। ଉକ୍ତ ମାମଲାରେ ଥୋମାଙ୍କ ସମ୍ପୃକ୍ତି ଅଭିଯୋଗ ଆସିଥିବାରୁ ତାଙ୍କୁ ଅଧିକ ପଚରାଉଚୁରା କରିବା ଲାଗି ରିମାଣ୍ଡ ଆବଶ୍ୟକତା ରହିଥିବା ପୋଲିସ କହିଛି।
ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର
ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!
ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...
ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍
ନୂଆଦିଲ୍ଲୀ,୧୯ା୧୨: ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...
ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର
ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...
Archives


