ମୁମ୍ବାଇ,୬-୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍ସି) ବ୍ୟାଙ୍କର ପୂର୍ବତନ ଏମ୍ଡି ଜୟ ଥୋମାସଙ୍କୁ ଚଳିତ ମାସ ୧୭ ଯାଏ ପୋଲିସ ହାଜତରେ ରଖିବ। ୪,୩୫୫ କୋଟି ଟଙ୍କା ବ୍ୟାଙ୍କ ଠକେଇ ମାମଲାରେ ଥୋମାସଙ୍କୁ ଶନିବାର ରିମାଣ୍ଡରେ ରଖିବ ବୋଲି ସୂଚନା ରହିଛି। ଥୋମାସ ବ୍ୟାଙ୍କର ଜଣେ କର୍ମଚାରୀ ହୋଇଥିବା ବେଳେ ଜଣେ ନିଷ୍ପତ୍ତି ଗ୍ରହଣକାରୀ ନୁହଁନ୍ତି। ଋଣ ଅନାଦାୟ ହେବାରୁ ତାଙ୍କୁ ବଦନାମ କରାଯାଇଥିବା ଜୟଙ୍କ ଓକିଲ ରାକେଶ ସିଂ ଯୁକ୍ତି ବାଢିଛନ୍ତି। ଶୁକ୍ରବାର ମୁମ୍ବାଇ ପୋଲିସର ଅର୍ଥନୈତିକ ଅପରାଧ ଶାଖା ଜୟଙ୍କୁ ଗିରଫ କରିବା ସହ ଅତିରିକ୍ତ ମୁଖ୍ୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ଏସ୍.ଜି. ଶେଖଙ୍କ ସାମ୍ନାରେ ହାଜର କରିଥିଲା। ଉକ୍ତ ମାମଲାରେ ଥୋମାଙ୍କ ସମ୍ପୃକ୍ତି ଅଭିଯୋଗ ଆସିଥିବାରୁ ତାଙ୍କୁ ଅଧିକ ପଚରାଉଚୁରା କରିବା ଲାଗି ରିମାଣ୍ଡ ଆବଶ୍ୟକତା ରହିଥିବା ପୋଲିସ କହିଛି।
Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…
ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…
କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?
ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…
RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI
ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!
ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…
କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…
ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…
ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…
ନୂଆଦିଲ୍ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…
ଓଏଚ୍ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍ଓୟୁ
ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍ (ଓଏଚ୍ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…
କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ
ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

