୧୭ ହଜାର ଟଙ୍କାର ବିଶ୍ୱକପ୍‌ ଟିକେଟର ମୂଲ୍ୟ ଦେଢ଼ଲକ୍ଷ

ମୁମ୍ବାଇ,୩।୬- ଚଳିତ ମାସ ୩୦ ତାରିଖରେ ଏଜ୍‌ବାଷ୍ଟନଠାରେ ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ର ଏକ ପ୍ଲାଟିନମ ଟିକେଟର ମୂଲ୍ୟ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦ୍ୱାରା ୨୦,୬୬୮ ଟଙ୍କା ଧାର୍ଯ୍ୟ କରାଯାଇଛି। ହେଲେ ଏହା ୮୭,୫୧୦ ଟଙ୍କାରେ ବିକ୍ରି ହେଉଛି। ଏହି ବ୍ୟବଧାନ ବିଶ୍ୱକପ୍‌ ଫାଇନାଲରେ ବହୁତ ବୃଦ୍ଧି ପାଇଛି। ଲଡର୍‌ସଠାରେ ଜୁଲାଇ ୧୪ ତାରିଖରେ ଖେଳାଯିବାକୁ ଥିବା ମ୍ୟାଚ୍‌ ପାଇଁ ଦୁଇ ପ୍ରକାର ଟିକେଟ ଉପଲବ୍ଧ କରାଯାଇଛି। ପ୍ରଥମଟି ସିଲଭର ଓ ଦ୍ୱିତୀୟଟି ବ୍ରୋଞ୍ଜ। ଆଇସିସି ପକ୍ଷରୁ ସିଲଭର ଓ ବ୍ରୋଞ୍ଜ ଟିକେଟର ମୂଲ୍ୟ ଯଥାକ୍ରମେ ୧୭,୧୫୦ ଓ ୮,୩୫୫ ଟଙ୍କା ଧାର୍ଯ୍ୟ କରାଯାଇଛି। ବର୍ତ୍ତମାନ ସିଲଭର ଟିକେଟ ଦେଢ଼ଲକ୍ଷ ଟଙ୍କାରେ ବିକ୍ରି ହେଉଥିବାବେଳେ ବ୍ରୋଞ୍ଜ ଟିକେଟ ଏକ ଲକ୍ଷ ୩୧ ହଜାର ଟଙ୍କାରେ ବିକ୍ରି ହେଉଛି। ତେବେ ଧାର୍ଯ୍ୟ ମୂଲ୍ୟଠାରୁ ବହୁ ଅଧିକ ଟଙ୍କାରେ ବିକ୍ରିହେବାର କାରଣ ବ୍ଲାକ୍‌ ମାର୍କେଟ ନୁହେଁ। ଟିକେଟ୍‌ଗୁଡ଼ିକ ଆଇସିସି ଅଫିସିଆଲ ଟ୍ରାଭେଲ ସଂସ୍ଥା ‘ଫାନାଟିକ୍‌ ସ୍ପୋଟର୍‌ସ’ରେ ଉପଲବ୍ଧ। ମ୍ୟାଚ୍‌ ସହିତ ହୋଟେଲରେ ରହିବା ଭ୍ରମଣ ଏଥିରେ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଏହି ଗମ୍ଭୀର ରୋଗରେ ପୀଡିତ ଥିଲେ କୋହଲି, କ’ଣ ସେହି ରୋଗ, ଯେଉଁଥିରେ ୭୦% ଲୋକ ଶିକାର

ନୂଆଦିଲ୍ଲୀ,୨୦।୫: ବିଶ୍ୱର ସବୁଠାରୁ ସଫଳ ଖେଳାଳିମାନଙ୍କ ମଧ୍ୟରେ ଗଣାଯାଉଥିବା ବିରାଟ କୋହଲି ଅନେକ ସାକ୍ଷାତକାରରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, କ୍ୟାରିୟରର ଏକ…

ଭାରତୀୟ ଦଳରେ ୪ ନୂଆ ଖେଳାଳିଙ୍କ ଆଗମନ ପରେ ଏହି ବଡ଼ ଖେଳାଳିଙ୍କ କ୍ୟାରିଅର ହୋଇଯିବ ଶେଷ! ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୨୦।୫: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଦିନିକିଆ ସିରିଜ ଏବଂ ଏକମାତ୍ର ଟେଷ୍ଟ ପାଇଁ ଦଳ ଘୋଷଣା କରିଛି। ଆଫଗାନିସ୍ତାନ ଭାରତ ଗସ୍ତରେ ଗୋଟିଏ ଟେଷ୍ଟ ଖେଳିବ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri