୧୮ ଲକ୍ଷ ଟଙ୍କା ଲୁଟ୍‌ର ପର୍ଦ୍ଦାଫାଶ: ଅଭିଯୋଗକାରୀ ନିଜେ ଲୁଟେରା

ଖୁଣ୍ଟୁଣୀ, ୩୦।୧୦(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍‌ ଉପରୁ ଜର୍ଦ୍ଦା କାରଖାନା କର୍ମଚାରୀ ସନ୍ତୋଷ ରାଜ ମଙ୍ଗଳବାର ୧୮ ଲକ୍ଷ ଟଙ୍କା ଲୁଟ୍‌ର ଶିକାର ହୋଇଥିଲେ। ତେବେ ପୋଲିସ ଏହି ଘଟଣାର ପର୍ଦ୍ଦାଫାଶ କରିଛି। କେହି ସନ୍ତୋଷଙ୍କଠାରୁ ଟଙ୍କା ଲୁଟି ନ ଥିଲେ ବରଂ ସେ ନିଜେ ଲୁଟେରା ବୋଲି ପୋଲିସ କହିଛି। ସନ୍ତୋଷଙ୍କ ଘରକୁ ଯାଇ ପୋଲିସ ଖଟ ତଳୁ ୧୮ ଲକ୍ଷ ଟଙ୍କା ଜବତ କରିବା ସହ ଅଭିଯୁକ୍ତଙ୍କୁ ନିଜ ହେପାଜତକୁ ନେଇଛି। ଏ ନେଇ ଥାନାରେ କେସ୍‌ ନଂ. ୧୩୮/୧୯ ରୁଜୁ କରିଛି।
ପ୍ରକାଶ ଯେ, ସନ୍ତୋଷ ୧୮ ଲକ୍ଷ ଟଙ୍କାନେଇ ଢେଙ୍କାନାଳରୁ କଟକ ଅଭିମୁଖେ ଯାଉଥିଲେ। ରାଧାକିଶୋରପୁର ଓଭରବ୍ରିଜ୍‌ ନିକଟରେ ୨ଟି ବାଇକ୍‌ରେ ୪ ଲୁଟେରା ଆସି ତାଙ୍କୁ ଅଟକାଇଥିଲେ। ଧମକଚମକ ଦେଇ ଟଙ୍କା ବ୍ୟାଗ୍‌ ଛଡାଇ ନେଇଯାଇଥିବା ନେଇ ସନ୍ତୋଷ ଖୁଣ୍ଟୁଣୀ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

ଗାଁ ଗାଁ ବୁଲି ଡବଲ୍‌ ଇଞ୍ଜିନ ସରକାରର ସଫଳତା ବାଣ୍ଟୁଛନ୍ତି ଭାଜପା କର୍ମୀ: ବୁଦ୍ଧିଜୀବୀଙ୍କୁ ସାକ୍ଷାତ କଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ):ରାଜ୍ୟ ସରକାରଙ୍କ ୨ ବର୍ଷ ଓ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଭାଜପା ଉଭୟ ସରକାରଙ୍କ ସଫଳତା ଓ କାର୍ଯ୍ୟଧାରା…

ଖେମେନେଇଙ୍କ ଶେଷକୃତ୍ୟରେ ସାମିଲ ହେବ ଭାରତ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ….

ତେହରାନ,୨୯।୬: ବିହାର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଆତା ହାସନେନ୍ ଏବଂ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ର ମାର୍ଗେରିଟା ଭାରତ ସରକାରଙ୍କ ପକ୍ଷରୁ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସେୟଦ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ଥ୍ରୀ-ଲାଙ୍ଗୁଏଜ୍ ପଲିସି ଉପରେ CBSEର ବଡ଼ ନିଷ୍ପତ୍ତି! ତୃତୀୟ ଭାଷାରେ ଦେବାକୁ ପଡ଼ିବନି…

ନୂଆଦିଲ୍ଲୀ,୨୯।୬: CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି। ବୋର୍ଡ କହିଛି ଯେ…

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri