Posted inଖେଳ

୧୯ ବର୍ଷରୁ କମ୍ ବିଶ୍ୱକପ୍: ଭାରତ- ବାଂଲାଦେଶ ଫାଇନାଲ

ପେଚେଫ୍ସଟ୍ରୁମ୍, ୬୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ବିଶ୍ୱକପ ର ଏହି ୧୩ତମ ସଂସ୍କରଣରେ ଭାରତ ଓ ପଡୋଶୀ ବାଂଲାଦେଶ ଟାଇଟଲ ପାଇଁ ସ୍ଥାନୀୟ ଜେ.ବି. ମାର୍କ୍ସ ଓଭାଲ ଗ୍ରାଉଣ୍ଡରେ ରବିବାର ପରସ୍ପରକୁ ଭେଟିବେ। ପୂର୍ବରୁ ମଙ୍ଗଳବାର ପ୍ରଥମ ସେମିଫାଇନାଲରେ ଭାରତ ୧୦ ଉଇକେଟରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ଫାଇନାଲକୁ ଉଠିଥିଲା। ସେହିପରି ଦ୍ୱିତୀୟ ସେମିଫାଇନାଲରେ ଗୁରୁବାର ବାଂଲାଦେଶ ୩୫ଟି ବଲ ବାକି ରଖି ୬ ଉଇକେଟରେ  ନ୍ୟୁଜିଲାଣ୍ଡକୁ ଅତି ସହଜରେ ହରାଇ ଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri