Posted inଜାତୀୟ

୧୯୪୭ରେ ମୁସଲମାନଙ୍କୁ ପାକ୍‌ ପଠାଇଦେବା ଉଚିତ ଥିଲା

ପାଟନା, ୨୨ା୨: ଦେଶ ସ୍ବାଧୀନତା ବେଳେ ସମସ୍ତ ମୁସଲମାନଙ୍କୁ ପାକିସ୍ତାନ ପଠାଇଦେବା ଉଚିତ ଥିଲା ବୋଲି କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ଫାୟାର୍‌ବ୍ରାଣ୍ଡ ନେତା ଗିରିରାଜ ସିଂ କହିଛନ୍ତି। ଏଭଳି ନ କରି ଆମ ପୂର୍ବ ପୁରୁଷମାନେ ଭୁଲ୍‌ କରିଛନ୍ତି । ସେତେବେଳେ ଏହି କାମ କରାଯାଇଥିଲେ ଦେଶକୁ ଆଉ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ି ନ ଥାନ୍ତା ବୋଲି ସେ ପ୍ରକାଶ କରିଛନ୍ତି। ବିହାରର ପୂର୍ଣ୍ଣିଆ ଓ ମଧୁବଣୀଠାରେ ଜନସଭାକୁ ଉଦ୍‌ବୋଧନ ଦେଇ ସେ ଏଭଳି ବିବାଦୀୟ ବକ୍ତବ୍ୟ ଦେଇଛନ୍ତି। ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ସଭାମଞ୍ଚରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦିଆଯିବା ଏବଂ ଏଆଇଏମ୍‌ଆଇଏମ୍‌ ମୁଖପାତ୍ର ଓ୍ବାରିସ୍‌ ପଠାନଙ୍କ ‘୧୦୦ କୋଟି ହିନ୍ଦୁଙ୍କ ଉପରେ ୧୫ କୋଟି ମୁସଲମାନ ଭାରି ପଡ଼ିବେ’ ମନ୍ତବ୍ୟକୁ ଗିରିରାଜ କଟୁ ସମାଲୋଚନା କରିଛନ୍ତି। ସିଏଏକୁ ବିରୋଧ ନାମରେ ଭାରତ ବିରୋଧୀ କାର୍ଯ୍ୟସୂଚୀ ଚାଲିଛି। କଂଗ୍ରେସ, ଜେଡିୟୁ ଓ କମ୍ୟୁନିଷ୍ଟମାନେ ପାକିସ୍ତାନର ଭାଷା କହି ଭାରତକୁ ବଦ୍‌ନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri