Posted inଜାତୀୟ

୧୯୮୪ ଶିଖ୍‌ଦଙ୍ଗାକୁ ରୋକାଯାଇ ପାରିଥାନ୍ତା: ମନମୋହନ

ନୂଆଦିଲ୍ଲୀ, ୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ୧୯୮୪ରେ ହୋଇଥିବା ଶିଖ୍‌ ଦଙ୍ଗାକୁ ରୋକାଯାଇ ପାରିଥାନ୍ତା। ଏନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କହିଛନ୍ତି। କଂଗ୍ରେସ ସଦସ୍ୟ ଇନ୍ଦ୍ରକୁମାର ଗୁଜରାଲ ତତ୍‌କାଳୀନ ସ୍ବରାଷ୍ଟ୍ର ମନ୍ତ୍ରୀ ନରସିଂହ ରାଓଙ୍କୁ ଶୀଘ୍ର ସେନା ମୁତୟନ କରିବା ପାଇଁ ପରାମର୍ଶ ଦେଇଥିଲେ। କିନ୍ତୁ ଏହାକୁ ନରସିଂହ ରାଓ ଅଣଦେଖା କରିଥିଲେ। ଗୁଜରାଲ ସେତେବେଳ କୌଣସି ପଦବୀରେ ନ ଥିଲେ। ତେଣୁ ତାଙ୍କର କଥାକୁ କେହି ଶୁଣି ନ ଥିଲେ। ଯଦି ଶୀଘ୍ର ସେନା ମୁତୟନ କରାଯାଇ ପାରିଥାନ୍ତା ତେବେ ଦଙ୍ଗାର ଭୟାବହତାକୁ କମ୍‌ କରି ହୋଇଥାନ୍ତା ବୋଲି ମନମୋହନ ଇନ୍ଦ୍ର କୁମାର ଗୁଜରାଲଙ୍କ ଶହେତମ ଜୟନ୍ତୀରେ ଯୋଗଦେଇ ଏଭଳି କହିଛନ୍ତି। ମନମୋହନଙ୍କ ମନ୍ତବ୍ୟ ନେଇ ଏବେ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri