ବରଗଡ଼ ଅଫିସ୍,୩।୪-ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଏବଂ ଗାଇସିଲେଟ ଅଞ୍ଚଳର ୨ଜଣ କର୍କଟ ପୀଡ଼ିତଙ୍କୁ ସ୍ଥାନୀୟ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇଛନ୍ତି । ସୂଚନା ଅନୁଯାୟୀ, ବୁରୋମୁଣ୍ଡାର ଚୂଡ଼ାମଣି ପ୍ରଧାନ ଏବଂ ଗାଇସିଲେଟ୍ ଅଞ୍ଚଳର ମାନଭଞ୍ଜନ ସାହୁ କର୍କଟ ରୋଗାକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି । ଏହି ଖବର ପାଇବା ପରେ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇ ୮ହଜାର ଟଙ୍କାର ସହାୟତା ରାଶି ସେମାନଙ୍କ ପାଖକୁ ପଠାଇଥିଲେ । ସ୍ବେଚ୍ଛାସେବୀଙ୍କୁ ଏଭଳି ସହାୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All
ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…
ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ
ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…
ବଡ଼ ଭୁଲ୍ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ
ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…
ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ
ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…
‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…
ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…
ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

