୨ କ୍ୱିଣ୍ଟାଲ ମହୁଲ ପୋଚ ଜବତ କଲା ଅବକାରୀ ବିଭାଗ

ଗୁଡଭେଲା,୯ା୫(ଡି.ଏନ୍‌.ଏ.) : କରୋନା ପାଇଁ ସବୁ ଆଡ଼େ ଲକ୍‌ଡାଉନ୍‌ ଚାଲିବା ସହ ଦେଶୀ ଓ ବିଦେଶୀ ମଦ ଦେକାନ ବନ୍ଦ ରହିଥିବା ବେଳେ ଚୋରା ମଦ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଅବକାରୀ ଅଧୀକ୍ଷକ ଏସ୍‌ ବେର୍ସାଙ୍କ ନିର୍ଦ୍ଦେଶ କ୍ରମେ ତୁଷୁରା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଶନିବାର  ଦେଓଗାଁ ବ୍ଲକ ଅନ୍ତର୍ଗତ ମୁରସିଙ୍ଗ ପତରା ଜଙ୍ଗଲରେ  ପ୍ରାୟ ୨ କ୍ୱିଣ୍ଟାଲ ମହୁଲ ପୋଚ ଜବତ କରିଥିବା ବେଳେ କେହି ଗିରଫ ହୋଇ  ନ ଥିବା ସ୍ଥାନୀୟ ଅବକାରୀ ଅଧିକାରୀ ଅରୁଣ ଯୋଶୀ  କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri