୨ ଘଣ୍ଟା ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟି ୧ ନମ୍ବର ୱାର୍ଡ ବେହାଲ

ନୟାଗଡ଼ ଅଫିସ,୧୪।୭-ଶନିବାର ଅପରାହ୍ନରେ ନୟାଗଡରେ ୨ଘଣ୍ଟା ଧରି ପ୍ରବଳ ବର୍ଷା ହୋଇଥିଲା । ଏହି ବର୍ଷାରେ ନୟାଗଡ଼ ମ୍ୟୁନିସିପାଲିଟିର ୧ ନମ୍ବର ୱାର୍ଡ଼ ବେହାଲ ହୋଇଯାଇଛି। ନୟାଗଡ଼ ପୂର୍ତ୍ତ ବିଭାଗ ଲେନ୍‌ରେ ରହୁଥିବା ଅଧିକାଂଶ ବ୍ୟକ୍ତିଙ୍କ ଘରେ ପାଣି ପଶି ଯାଇଥିବାର ଦେଖିବାକୁ ମିଳିଥିଲା। ଯାହାକୁ ନେଇ ୱାର୍ଡ଼ବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଏ ଦିଗରେ କୌଣସି ସମାଧାନ କରୁ ନ ଥିବାରୁ ଏହିଭଳି ଅସୁବିଧା ହେଉଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି।

ପ୍ରକାଶ ଯେ, ଶନିବାର ହୋଇଥିବା ବର୍ଷାରେ ରାମଚନ୍ଦ୍ର ସାହୁ, ଭରତ ସାହୁ, ସେକ୍‌ ୟୁସୁ୍‌ଫ, ପ୍ରଫୁଲ୍ଲ ମିଶ୍ର, ତପନ କୁମାର ମିଶ୍ର, ରାମଚନ୍ଦ୍ର ସାହୁଙ୍କ ଘରେ ପାଣି ପଶି ଯାଇଥିଲା। ପୂର୍ବରୁ ବର୍ଷା ହେଲେ ପାଣି ଏକ ଘରୋଇ ଜମି ଦେଇ ବହି ଯାଉଥିଲା। ହେଲେ ଚଳିତ ବର୍ଷ ଉକ୍ତ ଜମିର ମାଲିକ ସେଠାରେ ରହିବାରୁ, ପାଣି ଜମି ରହୁଛି। ମ୍ୟୁନିସିପାଲିଟି କର୍ତ୍ତୃପକ୍ଷ ଏହାର ସମାଧାନ ନ କରିବାରୁ ୱାର୍ଡ଼ବାସୀମାନେ ଏହିଭଳି ହଇରାଣ ହେଉଛନ୍ତି। ଏହାର ସମାଧାନ ନ ହେଲେ ୱାର୍ଡ଼ବାସୀ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ ମଇଁଷି ମୃତ, ଗାଁରେ ଉତ୍ତେଜନା

ନୟାଗଡ଼,୯।୬( ଲୋକନାଥ ମିଶ୍ର):ନୟାଗଡ଼ ବ୍ଲକ ମଙ୍ଗରାଜପୁର ଗାଁ ଗହୀରରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମଇଁଷିଙ୍କର ମୃତ୍ୟୁ ହୋଇଛି। ମଙ୍ଗରାଜପୁର ଗାଁର ରାମ ବେହେରା ନିଜର…

ପଞ୍ଚାୟତ ଅଫିସ ନିକଟରେ ପଡ଼ିଛି ମହିଳାଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣି…

ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri