୨ ଟ୍ରକ୍‌ ମୁହାଁମୁହିଁ: ୧ ମୃତ, ୪ ଆହତ

ସମ୍ବଲପୁର, ୧୯।୮(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବସନ୍ତ ଯାଦବ। ସେ ବିହାର ରାଜ୍ୟର ବୋଲି ଜଣାପଡ଼ିଛି।
ସୂଚନା ଯୋଗ୍ୟ, ଟ୍ରକ୍‌ଟି (ସିଜି ୦୪ ଯେଏ ୬୦୩୮) ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ଯାଇଥିବା ବେଳେ ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ (ଓଡି୧୯ ଏନ୍‌ ୪୭୫୭)କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବସନ୍ତଙ୍କର ମୃତ୍ୟୁ ଘଟିଛି। ଆହତ ୪ ଜଣଙ୍କୁ ଚିକିତ୍ସା ପାଇଁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri