୨ ଦିନରେ ଉହାନରେ ୨୫ ଲକ୍ଷ ଲୋକଙ୍କ କରୋନା ପରୀକ୍ଷା

ବେଜିଂ,୨୪।୫: କରୋନା ସଂକ୍ରମଣର ପ୍ରଭାବ ଚାଇନାରେ ଆଉ ନାହିଁ। ଏଠାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ଶୂନରେ ରହିଛି। ତେବେ କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଉହାନ ସହରରେ ଲୋକଙ୍କ ପରୀକ୍ଷା ଗତ ଦୁଇଦିନ ଧରି ଜାରି ରହିଛି। ଶୁକ୍ରବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ୨ ଦିନ ମଧ୍ୟରେ ଏଠାରେ ୨୫ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ପ୍ରଥମ ଦିନ ଏଠାରେ ୧୪ ଲକ୍ଷ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେହିପରି ଶନିବାର ୧୧ ଲକ୍ଷ ଲୋକଙ୍କ ନମୁନାର ଆର୍‌ଏନ୍‌ଏ ପରୀକ୍ଷା କରାଯାଇଥିବା ସ୍ଥାନୀୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏକ କୋଟି ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଏହି ସହରର ସମସ୍ତ ଲୋକଙ୍କ ନମୁନା ପରୀକ୍ଷା ୧୦ ଦିନରେ ସମ୍ପୂର୍ଣ୍ଣ କରାଯିବ ବୋଲି ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri