୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି, ଛୋଟ ପିଲାଙ୍କୁ ଫଳ ରସ ଦେବା ଉଚିତ୍‌ ନୁହେଁ। ସେ ସତେଜ ଫଳ ରସ ହେଉ କି ବଜାରର ଫଳ ରସ। ବିଶେଷକରି ୨ବର୍ଷ ରୁ ୧୮ ବର୍ଷର ପିଲାଙ୍କୁ ଏହି ଫଳ ରସ ବା ଫ୍ରୁଟ ଡ୍ରିଙ୍କସ୍‌ ଦେବା ଉଚିତ୍‌ ନୁହେଁ। ଏହା ବଦଳରେ ବିଭିନ୍ନ ଋତୁରେ ଆସୁଥିବା ଫଳ ସବୁ ଦେଲେ ସେମାନଙ୍କ ଶରୀର ପାଇଁ ଅତ୍ୟନ୍ତ ଲାଭଦାୟକ। ନିକଟରେ ଶିଶୁ ବିଶେଷଜ୍ଞଙ୍କ ଦ୍ୱାରା ଗବେଷଣାରୁ ଜଣାପଡ଼ିଛି ଯେ, ଛୋଟ ପିଲାଙ୍କୁ ଫଳ ରସ ଦିଆଗଲେ ସେମାନଙ୍କୁ ଉଚ୍ଚ ରକ୍ତ ଚାପ, ହୃତପିଣ୍ଡ ଓ ଦାନ୍ତ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇଥାଏ। ଯଦି  ଆପଣଙ୍କ ପିଲାଙ୍କୁ ଫଳ ରସ ଦେବାକୁ ଚାହୁଁଛନ୍ତି ତାହେଲେ କେତେ ପରିମାଣରେ ଦେବେ ତାହା ଜାଣିବା ନିହାତି ଜରୁରୀ। ୨ବର୍ଷରୁ ୫ ବର୍ଷର ପିଲାଙ୍କୁ ୧୨୫ ମିଲି ଲିଟର ଅର୍ଥାତ୍‌ ଅଧ କପ୍‌ ଓ ୫ ବର୍ଷର ଊର୍ଦ୍ଧ୍ୱ ପିଲାଙ୍କୁ ୨୫୦ ମିଲି ଲିଟର ଫଳ ରସ ଦେବା ଆବଶ୍ୟକ । ଏହାଠାରୁ ଅଧିକ ଦେଲେ ପିଲାଙ୍କ ଶରୀରର ପାଇଁ କ୍ଷତିକାରକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri