ଧାମନଗର,୨୪ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତ ଅଞ୍ଚଳରେ ଦୁଇ ଯୁବକ ଦୁବାଇରୁ ଘରକୁ ଫେରି ଲୁଚିଥିବା ଏବଂ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ଉକ୍ତ ପଞ୍ଚାୟତରେ ଉତ୍ତେଜନା ଦେଖାଦେଇଛି। ଉକ୍ତ ପଞ୍ଚାୟତର ସରପଞ୍ଚ ଖବର ପାଇ ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀଙ୍କ ଦ୍ୱାରା ଚିହ୍ନଟ ପାଇଁ ଉଦ୍ୟମ ଜାରି ରଖିଥିବାବେଳେ ସେମାନେ ଲୁଚୁଥିବାନେଇ ପ୍ରଶାସନକୁ ଅବଗତ କରିଛନ୍ତି। କିନ୍ତୁ ପ୍ରଶାସନ ତରଫରୁ କୌଣସି ସହଯୋଗ କରୁ ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେହି ପଞ୍ଚାୟତରେ ବହୁ ଯୁବକ ବାହାର ରାଜ୍ୟରୁ ଘରକୁ ଫେରିଥିବାବେଳେ ସେମାନଙ୍କୁ ନିଜ ଘରେ ଅବାଧ ପ୍ରବେଶ ନେଇ ପଞ୍ଚାୟତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।
Posted inଆମ ଜିଲା ଖବର, ଭଦ୍ରକ View All
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…
ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...
ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ
କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...
ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…
କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...
Archives


