୨ ହଜାରରୁ ଊର୍ଦ୍ଧ୍ୱ ନମୁନାର ରାପିଡ୍‌ ଟେଷ୍ଟ

ଭୁବନେଶ୍ୱର, ୨୧ା୪ବ୍ୟୁରୋ): ରାଜଧାନୀକୁ ସଂକ୍ରମଣ ମୁକ୍ତ ଲକ୍ଷ୍ୟ ନେଇ ବିଏମ୍‌ସି ପକ୍ଷରୁ ରାପିଡ୍‌ ଟେଷ୍ଟ ଚାଲିଛି। ଏହି ଅଭିଯାନର ୩ୟ ଦିନ ସୋମବାରରେ ଭୁବନେଶ୍ୱରରୁ ୨ହଜାରରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଦକ୍ଷିଣ ପଶ୍ଚିମ ମଣ୍ଡଳରୁ ୭ଶହରୁ ଊର୍ଦ୍ଧ୍ୱ, ଉତ୍ତର ମଣ୍ଡଳରୁ ୭୮୭, ଦକ୍ଷିଣ ପୂର୍ବ ମଣ୍ଡଳର ବିଭିନ୍ନ ଶିବିରରୁ ପାଖାପାଖି ୭ଶହ ନମୁନା ସଂଗ୍ରହ ହୋଇଥିବା ବିଏମ୍‌ସି ସୂତ୍ରରୁ ପ୍ରକାଶ ପାଇଛି।
ଉଲ୍ଲେଖଯୋଗ୍ୟ, ସୋମବାର ବିଏମ୍‌ସି ପକ୍ଷରୁ ୧ ନଂ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଭୁବନେଶ୍ୱରରେ କାର୍ଯ୍ୟରତ ୩ଶହ ଗଣମାଧ୍ୟମ ପ୍ରତିନିଧିଙ୍କ ରାପିଡ୍‌ ଟେଷ୍ଟ କରାଯାଇଥିଲା। ପର୍ଯ୍ୟାପ୍ତ ଟେଷ୍ଟିଂ କିଟ୍‌ର ଅଭାବ ଏବଂ ସାମାଜିକ ଦୂରତା ଉଲ୍ଲଂଘନ କାରଣରୁ ଅନେକ ଗଣମାଧ୍ୟମ ପ୍ରତିନିଧି ଉକ୍ତ ଶିବିରରେ ଟେଷ୍ଟ କରିବାର ସୁଯୋଗ ପାଇନଥିଲେ। ଅଧିକାଂଶ ଗଣମାଧ୍ୟମ ପ୍ରତିନିଧି ବିଏମ୍‌ସିର ଏହି କାର୍ଯ୍ୟ ବ୍ୟବସ୍ଥା ଉପରେ କ୍ଷୋଭ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri