ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏହି ଦୁଇ ମୃତକ ହେଲେ ଗାଁର ଜିତୁ କୁମୁରା ଓ ଶକ୍ତି କୁମୁରା। ଅନ୍ୟପକ୍ଷେ ବିଭୁତି କୁମୁରା ଓ ନନ୍ଦଲାଲ୍ ଭୋଇ ନାମକ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟାଇଥିବା ୭ରୁ ୮ଜଣ ଅଭିଯୁକ୍ତ ଗାଁରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ପୋଲିସ୍ ଏସ୍୍ଡିପିଓ ହାଡିବନ୍ଧୁ ସ୍ବାଇଁ ସାଇଣ୍ଟିଫିକ୍ ଟିମ୍ ସହ ଦଳବଳ ଭଣ୍ଡାରିମାଲ୍ ଗାଁରେ ପହଞ୍ଚତ୍ ତଦନ୍ତ କରୁଛନ୍ତି। ଗାଁର ଜଣେ ଯୁବତୀଙ୍କୁ ଅଶାଳୀନ ବ୍ୟବହାର ନେଇ ମୀମାଂଶା ପାଇଁ ଉଦ୍ୟମ ଚାଲିଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି।
Posted inଅପରାଧ, ଆମ ଜିଲା ଖବର, ରାଜ୍ୟ, ସମ୍ବଲପୁର View All
ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…
ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…
ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ
ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…
ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି
ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼
ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…
ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…
ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍ବେଗଜନକ ରୂପ ନେଉଛି। ନିଜ…
ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ
ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…
ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା
ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…
କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC
ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…
Archives

