୨ବର୍ଷରେ ନିମକାଠରେ ନିର୍ମାଣ କଲେ ତିରୁପତି ବାଲାଜୀଙ୍କ ୩ ମୂର୍ତ୍ତି: ଦାମ ୩ଲକ୍ଷ ୫୦ ହଜାର

ଫରିଦାବାଦ୍‌,୯।୨: ସୁରଜକୁଣ୍ଡ ମେଳାରେ ନିମକାଠରେ ନିର୍ମିତ ହୋଇଥିବା ୭ ଫୁଟ ଉଚ୍ଚର ତିରୁପତି ବାଲାଜୀଙ୍କ ମୂର୍ତ୍ତି ଦର୍ଶକଙ୍କ ଆକର୍ଷିତ କରୁଛି। ଏହାକୁ ଆନ୍ଧ୍ରପ୍ରଦେଶର ଚିତୌଡ଼ ଜିଲାର ମାଧବମ୍‌ମାଲା ଗାଁର ହସ୍ତଶିଳ୍ପୀ ପି. ସାମବିୟାହ ନିର୍ମାଣ କରିଛନ୍ତି। ୨ ବର୍ଷ ପରିଶ୍ରମ କରି ସେ ବାଲାଜୀଙ୍କ ୩ଟି ମୂର୍ତ୍ତି ନିର୍ମାଣ କରିଛନ୍ତି। ଏହାର ଦାମ ଦାମ ୩ଲକ୍ଷ ୫୦ ହଜାର ଟଙ୍କା ରହିଛି। ଦାମ ଅଧିକ ଥିବାରୁ ଗତ ୧୦ ବର୍ଷ ଧରି ମୂର୍ତ୍ତି ଗୁଡ଼ିକ ବିକ୍ରି ନ ହୋଇ ସେପରି ରହିଛି। ଗତ ୧୫ ବର୍ଷ ଧରି ସେ କାଠରେ ବିଭିନ୍ନ ପ୍ରକାର ଆକର୍ଷଣୀୟ କଳାକୃତି ତିଆରି କରୁଛନ୍ତି। ଏବେ ସୁରଜକୁଣ୍ଡ ମେଳାରେ ସାମବିୟାହଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?