ଧାମନଗର, ୨୩।୫-ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଦାସ ୨୧୫୨, ଭାଜପା ପ୍ରାର୍ଥୀ ବିଷ୍ଣୁ ସେଠୀ ୨୨୮୭, ଏବଂ କଂଗ୍ରେସ ପ୍ରାର୍ଥୀ ବିଦ୍ୟାଧର ଯେନାଙ୍କୁ ୨୦୨ ଖଣ୍ଡ ଭୋଟ ମିଳିଛି। ଏଥିରେ ଭାଜପା ୧୩୫ ଖଣ୍ଡ ଭୋଟରେ ଆଗୁଆ ଅଛି।
ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି
ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ ।…
ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର
ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…
ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ
ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…
୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ
ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ…
ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ
ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ…
ଭୟଙ୍କର ଦୁର୍ଘଟଣା: ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର
ବାଲେଶ୍ୱର,୨୫।୧(ବାଞ୍ଛାନିଧି ଦେ): ଅଜଣା ଗାଡି ଧକ୍କାରେ ଭାଙ୍ଗିରୁଜି ଚୁରମାର ହୋଇଗଲା ସୂପାରୀ (ଗୁଆ ) ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର ।…
ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ, ମାଲ ଅନଲୋଡ କରାଯାଉଥିବା ଅଘଟଣ
ବାଲିଆପାଳ,୨୩।୧(ଅମୁଲ୍ୟ ଦାସ): ମାଲବାହୀ ଟ୍ରେନ ଲାଇନଚ୍ୟୁତ। ବାଲେଶ୍ବର ଜିଲା ଦକ୍ଷିଣ ପୂର୍ବ ରେଳପଥର ରୁପସା ରେଳ ଷ୍ଟେଶନର ଚତୁର୍ଥ ଲାଇନରେ ଲାଇନଚ୍ୟୁତ ହୋଇଛି ମାଲବାହୀ ଟ୍ରେନ। ଷ୍ଟେଶନରେ…
ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକ ସେବା କେନ୍ଦ୍ର ପରିଚାଳକଙ୍କୁ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଲୋକେ
ବାଲିଆପାଳ,୨୨।୧(ଅମୁଲ୍ୟ ଦାସ): ଗ୍ରାହକମାନଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଷ୍ଟେଟ୍ବ୍ୟାଙ୍କ ଗ୍ରାହକ ସେବା କେନ୍ଦ୍ର ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ନିର୍ଧୂମ ପିଟିଲେ ଲୋକେ।…
Archives

