Posted inଖେଳ

୨୦ କିମି ରେସ୍‌ରେ ବାଜି ମାରିଲେ ଜୁନେଦ୍‌

ଭୁବନେଶ୍ୱର, ୧ା୩ (ସ୍ପୋର୍ଟ୍ସ ବ୍ୟୁରୋ)- ପୁରୁଷ ୨୦ କିମି ରେସ୍‌ରେ ମାଙ୍ଗାଲୋର ବିଶ୍ୱବିଦ୍ୟାଳୟର ଜୁନେଦ୍‌ ବାଜିମାତ୍‌ କରିନେଇଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ରେସ୍‌ରେ ଜୁନେଦ୍‌ ୧ ଘଣ୍ଟା ୨୯ ମିନିଟ୍‌ ୫୧.୦୦ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ହାସଲ କରିବା ସହ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ରୋହତକ୍‌ ମହାତ୍ମା ଗାନ୍ଧୀ ବିଶ୍ୱବିଦ୍ୟାଳୟର ହର୍‌ଦୀପ (୧ ଘଣ୍ଟା ୩୦ ମିନିଟ୍‌) ରୌପ୍ୟ ଓ ଦୀନଦୟାଲ ଉପାଧ୍ୟାୟ ବିଶ୍ୱବିଦ୍ୟାଳୟର ନୀରଜ କୁମାର ଚୌରାସିୟା (୧:୩୨.୦୨.୦୦) ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଅପରପକ୍ଷରେ ମହିଳା ୨୦ କିମି ରେସ୍‌ରେ ସୋନାଲ ସୁଖଓ୍ବାଲ (ମୋହନଲାଲ ସୁଖାଦିଆ ବିଶ୍ୱବିଦ୍ୟାଳୟ, ୧:୩୯:୪୩.୦୦), ରାକ୍ଷୀ ଖୁସବାଳା (ପ୍ରଫେସର ରାଜେନ୍ଦ୍ର ସିଂ ବିଶ୍ୱବିଦ୍ୟାଳୟ୧:୪୦:୩୫.୦୦) ଓ ଶିବାନୀ (ରାଜୀବ ଗାନ୍ଧୀ ବିଶ୍ୱବିଦ୍ୟାଳୟ, ୧:୪୧:୪୭.୦୦) ଯଥାକ୍ରମେ ପ୍ରଥମ, ୨ୟ ଓ ୩ୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri