୨୦ ତମ ରାଜ୍ୟସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା: କୋରାପୁଟକୁ ୭ ପଦକ

କୋରାପୁଟ,୩୧/୧୦(ଅମିତାଭ ବେହେରା): ଝାରସୁଗୁଡାଠାରେ ଆୟୋଜିତ ୨୦ତମ ରାଜ୍ୟସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ କୋରାପୁଟକୁ ୭ ଟି ପଦକ ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। ଗତ ଅକ୍ଟୋବର ୨୪ରୁ ୨୬ ତାରିଖ ଯାଏ ଝାରସୁଗୁଡ଼ାରେ ୨୦ତମ ରାଜ୍ୟ ସ୍ତରୀୟ ସ୍କ୍ବାଏ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ କୋରାପୁଟ ଜିଲାରୁ ୪ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ।

ବାଳିକା ବିଭାଗରେ କୁନ୍ଦ ମାଝୀ କେ ୩ରେ ସ୍ବର୍ଣ୍ଣ ଓ ମିକ୍ସ କେ ୧ସ୍‌ରେ ସିଲଭର ପଦକ ହାସଲ କରିଛନ୍ତି। ସେହିଭଳି ପୁରୁଷ ବିଭାଗରେ କୃଷ୍ଣଚନ୍ଦ୍ର ନାୟକ କେ -୪ ରେ ସିଲଭର ପଦକ ଓ କେ -୧ ରେ ସିଲଭର ପଦକ, ଏକଲବ୍ୟା ହିଆଲ କେ -୧ ରେ ସିଲଭର ପଦକ ଓ କେ -୧ ରେ ସିଲଭର ଏବଂ ଯୋଗେଶ୍ୱର ବେହେରା କେ -୩ରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ଜଣାପଡ଼ିଛି । ହନୁମାନ ସ୍ପୋର୍ଟିଂ ଓ ଏକାଡେମୀ ଅଫ ମାର୍ଶାଲ ଆର୍ଟର ସମ୍ପାଦକ ଏକାଦଶୀ ବେହେରା ଏନେଇ ଓଡ଼ିଶା ସ୍କ୍ବାଏ ଆସୋସିଏସନର ସମ୍ପାଦକ ଏସ. ସଳାଲୁଦିନ ଓ ଆୟୋଜକ ସୁଶାନ୍ତ ଗୁପ୍ତାଙ୍କୁ ଧନ୍ୟବାଦ ଜଣାଇବା ସହିତ କୋଚ କେ.ଜଗଦୀଶ ରାଓଙ୍କୁ ମଧ୍ୟ୍ୟ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri