୨୦ରୁ ଭଦ୍ରକରେ ଧାନକ୍ରୟ ଆରମ୍ଭ: ପ୍ରଚାର ଗାଡ଼ି ଉଦ୍‌ଘାଟନ କଲେ ବିଧାୟକ

ଭଦ୍ରକ ଅଫିସ,୧୬।୧୨: ଆସନ୍ତା ୨୦ ତାରିଖରୁ ଜିଲାରେ ଧାନକ୍ରୟ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ଜିଲାରେ ସଚେତନତା ପାଇଁ ୭ଟି ପ୍ରଚାର ଗାଡ଼ିକୁ ସୋମବାର ବିଧାୟକ ପ୍ରଫୁଲ୍ଲ ସାମଲ ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ପିଡି ମଧୁସୂଦନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri