Posted inଜାତୀୟ

୨୦ରେ ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୮ା୧ (ପି.ଟି.): ଭାଜପା ଜାତୀୟ ଅଧ୍ୟକ୍ଷ ପଦ ଲାଗି ଜାନୁୟାରୀ ୨୦ରେ ନାମାଙ୍କନପତ୍ର ଦାଖଲ କରାଯିବ ଏବଂ ଆବଶ୍ୟକ ପଡ଼ିଲେ ତା ପରଦିନ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଦଳ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଭାଜପାର କାର୍ଯ୍ୟକାରୀ ସଭାପତି ଥିବା ଜେ.ପି. ନଡ୍ଡା ନିର୍ଦ୍ୱନ୍ଦ୍ୱରେ ଶୀର୍ଷ ପଦବୀକୁ ନିର୍ବାଚିତ ହେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଭାଜପାର ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଶାଖା ମଧ୍ୟରୁ ଇତିମଧ୍ୟରେ ୨୧ଟିରେ ନିର୍ବାଚନ ଶେଷ ହୋଇଛି। ସାଂଗଠନିକ ନିର୍ବାଚନ ଦାୟିତ୍ୱରେ ଥିବା ଭାଜପା ନେତା ରାଧାମୋହନ ସିଂ ଜାତୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ…

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ…

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri