୨୦୦ କୋଟି କ୍ଲବ୍‌ରେ ସାମିଲ ହେଲା ‘ଗୁଡନ୍ୟୁଜ’

ଅକ୍ଷୟ କୁମାର ଓ କରୀନା କପୁରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗୁଡନ୍ୟୁଜ’ ବକ୍ସ ଅଫିସରେ ଜବରଦସ୍ତ ପ୍ରଦର୍ଶନ କରିଛି। ଏହି ଚଳଚ୍ଚିତ୍ର ୨୦୦ କୋଟି କ୍ଲବ୍‌ରେ ସାମିଲ ହୋଇଛି। ଏପର୍ଯ୍ୟନ୍ତ ଚଳଚ୍ଚିତ୍ର ମୋଟ ୨୦୧.୧୪ କୋଟି ଟଙ୍କାର ବ୍ୟବସାୟ କରିଛି। ୨୦୧୯ରେ ପରଦାକୁ ଆସିଥିବା ଏହି ଚଳଚ୍ଚିତ୍ର ଅକ୍ଷୟଙ୍କ ଚତୁର୍ଥ ହିଟ ଚଳଚ୍ଚିତ୍ର ପାଲଟିଛି। କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଏହା ଉଲ୍ଲେଖନୀୟ ଆୟ କରୁଛି। ଭାରତରେ ଏହି ଚଳଚ୍ଚିତ୍ର ମୁକ୍ତିଲାଭର ପ୍ରଥମ ଦିନରେ ୧୭.୫୬ କୋଟି ଟଙ୍କା ଆୟ କରିଥିଲା। ‘ଗୁଡନ୍ୟୁଜ’ରେ ଅକ୍ଷୟ ଓ କରୀନାଙ୍କ ବ୍ୟତୀତ ଦିଲଜିତ୍‌ ଦୋସାଂଝ ଓ କିଆରା ଆଡଭାନୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ରାଜ ମେହତା ଏହାର ନିର୍ଦ୍ଦେଶନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ…

Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

ଲିଷ୍ଟିଂ ପୂର୍ବରୁ ଶେୟାର ବଜାରରେ କମ୍ପନ: ଦେଶର ୨ୟ ମୂଲ୍ୟବାନ କମ୍ପାନୀ ହେବା ଦିଗରେ ଜିଓ ପ୍ଲାଟଫର୍ମସ! ଟାଟା-ଅଦାନୀଙ୍କୁ…

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ପୁଞ୍ଜି ବଜାର (Stock Market) ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ନେତୃତ୍ଵାଧୀନ ‘ଜିଓ ପ୍ଲାଟଫର୍ମସ ଲିମିଟେଡ’ (JPL)…

କେଭାଡ଼ିଆ ଗଲେ କୋରାପୁଟର ୫୦ ପ୍ରତିନିଧି

କୋରାପୁଟ,୨୭।୧୦(ଅମିତାଭ ବେହେରା): ଗୁଜରାଟର କେଭାଡିଆଠାରେ ଆସନ୍ତା ୩୦ ଓ ୩୧ ତାରିଖରେ ଆୟୋଜିତ ହେବାକୁ ଥିବା ରାଷ୍ଟ୍ରୀୟ ଏକତା ଦିବସ-୨୦୨୬ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋରାପୁଟ ଜିଲାର…

ମାଡ଼ି ଆସୁଛି ବାତ୍ୟା: କଟକରେ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

କଟକ,୨୭।୧୦(ପ୍ରଭୁକଲ୍ୟାଣ ପାଲ୍‌): ବଳ ଗୋଟାଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ପ୍ରବଳ ବର୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?