୨୦୦୦ ଷ୍ଟେଶନରେ ମାଗଣା ଓ୍ବାଇଫାଇ

ନୂଆଦିଲ୍ଲୀ,୪-୮: ଦେଶର ୨ ହଜାର ରେଳ ଷ୍ଟେଶନରେ ମାଗଣା ଓ୍ବାଇ-ଫାଇ ଆରମ୍ଭ କରାଯାଇଛି। ଶନିବାର ଜଣେ ବରିଷ୍ଠ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜସ୍ଥାନର ଆଜମେର ଡିଭିଜନର ରାଣା ପ୍ରତାପ ନଗର ରେଳ ଷ୍ଟେଶନ ମାଗଣା ଓ୍ବାଇ-ଫାଇ ସେବା ଯୋଗାଇବାରେ ୨ହଜାର ତମ ଷ୍ଟେଶନ ହୋଇଛି ବୋଲି ରେଲଟେଲ୍‌ ସିଏମ୍‌ଡି ପୁନୀତ ଚାଓ୍ବଲା ଶନିବାର କହିଛନ୍ତି। ରେଳ କର୍ମଚାରୀମାନେ ଦିନରାତି କାର୍ଯ୍ୟରେ ଲାଗି ପଡିବା କାରଣରୁ ଓ୍ବାଇ-ଫାଇ ସେବା ବିସ୍ତାର ଦ୍ରୁତଗତିରେ ଆଗେଇ ଚାଲିଛି ବୋଲି ସେ କହିଛନ୍ତି। ଶୁକ୍ରବାର ୭୪ ଷ୍ଟେଶନରେ ଏହି ବ୍ୟବସ୍ଥା ଏକାସାଙ୍ଗରେ ଆରମ୍ଭ କରାଯାଇଥିଲା। ରେଳ ଷ୍ଟେଶନର ଡିଜିଟାଲିକରଣ କରିବା ଲକ୍ଷ୍ୟରେ ରେଲ୍‌ଟେଲ୍‌ ପକ୍ଷରୁ ଷ୍ଟେଶନ ଗୁଡ଼ିକରେ ଓ୍ବାଇ-ଫାଇ ବ୍ୟବସ୍ଥା ଲାଗୁ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ୧୬୦୦ ଷ୍ଟେଟନକୁ ଏହି ବ୍ୟବସ୍ଥା ସହ ଯୋଡାଯାଇଥିଲା। ଇଣ୍ଟରନେଟ ଯୋଗାଣ ଲାଗି ରେଲ୍‌ଟେଲ୍‌ ଇତିମଧ୍ୟରେ ଟାଟା ଟ୍ରଷ୍ଟ ସହ ଚୁକ୍ତି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri