୨୦୧୭ ତୁଳନାରେ କମ୍‌ ହୋଇଛି ୫୯୭ ଏଟିଏମ୍‌

ମୁମ୍ବାଇ,୯-୬: ଦେଶରେ ଏଟିଏମ୍‌ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭ କମିଛି ବୋଲି କୁହାଯାଇଛି। ୨୦୧୭ ଶେଷରେ ଦେଶରେ ଏଟିଏମ୍‌ ସଂଖ୍ୟା ୨,୨୨,୩୦୦ ଥିଲା ବେଳେ ଚଳିତ ବର୍ଷ ମାର୍ଚ୍ଚ ସୁଦ୍ଧା ଏହା ହ୍ରାସ ପାଇ ୨,୨୧,୭୦୩ ରହିଛି। ‘ବେଞ୍ଚମାର୍କିଙ୍ଗ୍‌ ଇଣ୍ଡିଆ ପେମେଣ୍ଟ ସିଷ୍ଟମ’ ନାମରେ ଆର୍‌ବିଆଇ ରିପୋର୍ଟ ଜାରି କରାଯାଇଛି। ରିପୋର୍ଟରୁ ଏହା ମଧ୍ୟ ଜଣାପଡିଛି ଯେ, ଦେଶରେ ନଗଦ କାରବାର ଯେତିକି ହେଉଛି, ସେହି ତୁଳନାରେ ଏଟିଏମ୍‌ ବ୍ୟବହାର ହେଉ ନାହିଁ। ବର୍ତ୍ତମାନ ଦେଶରେ ଏଟିଏମ୍‌ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିଲେ ହେଁ ୨୦୧୨ରୁ ୨୦୧୭ ମଧ୍ୟରେ ଏହାର ପ୍ରତିଷ୍ଠା ଗତି ଚାଇନା ପଛକୁ ଥିଲା। ବିଶ୍ଲେଷଣରୁ ଜଣାପଡିଛି ଯେ, ୨୦୧୨ରୁ ୨୦୧୭ ମଧ୍ୟରେ ଏଟିଏମ୍‌ ପ୍ରତିଷ୍ଠା ପ୍ରାୟ ଦ୍ୱିଗୁଣା ହୋଇଥିଲା। ୨୦୧୨ରେ ୧୦,୮୩୨ ଲୋକଙ୍କ ପାଇଁ ଗୋଟିଏ ଏଟିଏମ୍‌ ଥିଲା ବେଳେ ୨୦୧୭ରେ ଏହା ୫୯୧୯କୁ ଖସି ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?