Posted inଫୁରସତ

୨୦୧୯ ଚନ୍ଦ୍ରଗ୍ରହଣ: ଭୁଲରେ କରନ୍ତୁ ନାହିଁ ଏହିସବୁ କାମ

ଆଷାଢ଼ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମା ମଙ୍ଗଳବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଏହା ୟୁରୋପ, ଏସିଆ, ଅଷ୍ଟ୍ରେଲିଆ, ଆଫ୍ରିକା, ଦକ୍ଷିଣ ଆମେରିକା ଆଦି ମହାଦେଶର ଅନେକ ଅଞ୍ଚଳ ସହ ଭାରତର ସମସ୍ତ ସ୍ଥାନରେ ଦୃଶ୍ୟମାନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ପୁରୀକୁ ଭାରତୀୟ ସମୟ ଅନୁସାରେ ମଙ୍ଗଳବାର ରାତ୍ରି ୧୨ଟା ୧୪ରେ ଚନ୍ଦ୍ରକାନ୍ତି ମାଲିନ୍ୟାରମ୍ଭ ହେବାକୁ ଥିବାବେଳେ ରାତ୍ରି ୧ଟା ୩୨ରେ ଆଂଶିକ ଗ୍ରହଣ ସ୍ପର୍ଶ, ୩ଟା ୧ରେ ଗ୍ରହଣ ମଧ୍ୟ, ୪ଟା ୩୦ରେ ସର୍ବମୋକ୍ଷ ଓ ନିଶାନ୍ତ ୫ଟା ୪୮ରେ ଚନ୍ଦ୍ରକାନ୍ତିମାଲିନ୍ୟ ଶେଷ ହେବ। ତେବେ ଗ୍ରହଣ ଲାଗିବା ସମୟରେ ଭୁଲରେବି ଏହିସବୁ କାମ କରନ୍ତୁ ନାହିଁ ।

– ଘରେ ଖାଦ୍ୟ ପ୍ରସ୍ତୁତ କରିବା ଓ ଏହାକୁ ଖାଇବା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ।

– ଏହି ସମୟରେ ମୁଣ୍ଡରେ ତେଲ ଲଗାଇବା ଅନୁଚିତ।

– ଗ୍ରହଣ ସମୟରେ ଖାଇବା ଦ୍ୱାରା ଖାଦ୍ୟ ପେଟରେ ବିଷ ହୋଇ ଯାଇଥାଏ।

– ଚନ୍ଦ୍ରଗ୍ରହଣ ସମୟରେ ବାୟୁମଣ୍ଡଳରେ ବ୍ୟାକ୍ଟେରିଆ ଓ ସଂକ୍ରମଣର ପ୍ରକୋପ ବହୁ ମାତ୍ରାରେ ବଢ଼ିଥାଏ। ଖାଇବା ବେଳେ ଏହା ଅଧିକ ସଂକ୍ରମଣ ହେବାର ଆଶଙ୍କା ରହିଥାଏ।

– କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ।

କ’ଣ କରିବା ଉଚିତ
– ଫଳ ଖାଇପାରିବେ। କାରଣ ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥାଏ ।

ପବିତ୍ର ନଦୀରେ ସ୍ନାନ କରିପାରିବେ ।

– ଘରେ ରଖାଯାଇଥିବା ପାଣିରେ କୁଶ ପକାଇଲେ ପାଣି ଦୂଷିତ ହୋଇ ନ ଥାଏ ।

– ପ୍ରାର୍ଥନା, ଜପ ଓ ତପ କରିବା ଭଲ।

-ଗ୍ରହଣ ସମାପ୍ତ ହେବା ପରେ ଚନ୍ଦ୍ରଙ୍କ ପୂର୍ବାବସ୍ଥା ଦେଖି ଖାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri