୨୦୧୯ ମୋଟର ଯାନ ସଂଶୋଧନ ଆଇନ: ଜନସାଧାରଣଙ୍କ ଅବଗତ ପାଇଁ ସଚେତନତା ଶୋଭାଯାତ୍ରା

କୋରୁକୋଣ୍ଡା ୫।୯(ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓରକେଲ ଥାନା ପକ୍ଷରୁ ୨୦୧୯ ମୋଟର ଯାନ ସଂଶୋଧନ ଆଇନ ବିଷୟରେ ଜନସଚେତନତା ନିମନ୍ତେ ଏକ ଶୋଭାଯାତ୍ରା କରାଯାଇଥିଲା। ଏଥିରେ ସବ୍‌ଇନ୍ସପେକ୍ଟର କୃତିବାସ ବେହେରା ଓ ସବ୍‌ଇନ୍ସପେକ୍ଟର କ୍ରିଷ୍ଣାରାଣୀ ପ୍ରଧାନଙ୍କ ସମେତ ଓରକେଲ ଥାନାର ବିଭିନ୍ନ କର୍ମଚାରୀ ଏବଂ ବାଲିମେଳା ବିଜ୍ଞାନ ଓ ବୈଷୟିକ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଏହି ଶୋଭାଯାତ୍ରାରେ ଯୋଗ ଦେଇଥିଲେ। ଏଥିରେ ୨୦୧୯ ମୋଟର ଯାନ ସଂଶୋଧିତ ଆଇନ ଲୋକଙ୍କୁ ଅବଗତ କରାଇବା ସହ ଟ୍ରାଫିକ ନିୟମ ସବୁ ଜନସାଧାରଣଙ୍କୁ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri