୨୦୧୯-୨୦ ଆର୍ଥିକ ବର୍ଷ: ମଦରୁ ୪୬୦୦ କୋଟି ଆୟ ଲକ୍ଷ୍ୟ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ଅବକାରୀ ରାଜସ୍ବ ବାବଦକୁ ୩୯୨୫କୋଟି ଟଙ୍କା ପାଇଥିଲେ। ଚଳିତ ବର୍ଷ ୨୦୧୯-୨୦ ଆର୍ଥିକ ବର୍ଷରେ ୪୬୦୦କୋଟି ଟଙ୍କା ଅବକାରୀ ରାଜସ୍ବ ଆଦାୟ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ରଖିଛନ୍ତି। ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଏକ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ସାମାଜିକ ଓ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ମଦ୍ୟପାନରେ ଅଭ୍ୟସ୍ତ ଥିବା ଜନସାଧାରଣଙ୍କୁ ସରକାରୀ ଅନୁମୋଦିତ ମଦ ଦୋକାନ ମାଧ୍ୟମରେ ସୁଲଭ ତଥା ଉତ୍ତମ ମାନର ମଦ ଯୋଗାଇ ଦିଆଯାଉଛି। ସେହିପରି ବିଧାୟକ ମୋହନ ମାଝିଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, ୨୦୧୩-୧୪, ୨୦୧୪-୧୫, ୨୦୧୫-୧୬, ୨୦୧୬-୧୭, ୨୦୧୭-୧୮ ଏବଂ ୨୦୧୮-୧୯ ୬ ବର୍ଷ ମଧ୍ୟରେ ରାଜ୍ୟରେ ୧୦,୫୩୦ ଲାଇସେନ୍ସ ପ୍ରାପ୍ତ ମଦ ବିକ୍ରେତା ଭାରତ ତିଆରି ବିଦେଶୀ ମଦ ପରିମାଣ ୨୪.୬୩ କୋଟି ଲିଟର ଉଠାଉଛନ୍ତି। ସେହିପରି ୩୫.୯୯କୋଟି ଲିଟର ବିଅର ଉଠାଉଛନ୍ତି। ଅନ୍ୟପଟେ ୬.୧୨କୋଟି ଲିଟର ଦେଶୀ ମଦ ଉଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri