୨୦୧୯-୨୦ ଆର୍ଥିକ ବର୍ଷର ଖରିଫ ଧାନ ସଂଗ୍ରହ: ଚାଷୀଙ୍କଠାରୁ କିଣା ହେଲା ୯୬,୧୧,୦୨୪ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ବୁଧବାର ସୁଦ୍ଧା ୧ଲକ୍ଷ ୪୧ ହଜାର ୫୪୦ ଜଣ ଚାଷୀ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ର ଜରିଆରେ ମୋଟ ୯୬ ଲକ୍ଷ ୧୧ ହଜାର ୨୪ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। ସେହିପରି ଗତବର୍ଷ ତୁଳନାରେ ଚଳିତ ବର୍ଷ ସମାନ ସମୟରେ ଧାନ ସଂଗ୍ରହ ୪୩ ପ୍ରତିଶତ ଅଧିକ ହୋଇଛି।
ଏଯାବତ ୨୭ ଜିଲାର ଚାଷୀମାନଙ୍କୁ ୩ ଲକ୍ଷ ୭୭ ହଜାର ୨୯୮ଟି ଟୋକନ୍‌ ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ବରଗଡ଼ର ୫୨,୭୨୭ ଚାଷୀ ମୋଟ ୩୪,୪୧,୯୪୦ କୁଇଣ୍ଟାଲ୍‌ ଧାନ ବିକ୍ରି କରିଛନ୍ତି। ସେହିପରି ବଲାଙ୍ଗୀରର ୧୦,୫୪୭ ଚାଷୀ ୭,୫୮,୦୨୯ କୁଇଣ୍ଟାଲ, କଳାହାଣ୍ଡିର ୧୯,୩୨୪ ଚାଷୀ ୧୩,୩୮,୨୭୫ କୁଇଣ୍ଟାଲ, ମାଲକାନଗିରିର ୧୦,୨୮୩ ଚାଷୀ ୪,୩୦,୭୯୦ କୁଇଣ୍ଟାଲ, କୋରାପୁଟର ୬୭୭୧ ଚାଷୀ ୫,୩୩,୪୪୨ କୁଇଣ୍ଟାଲ, ନବରଙ୍ଗପୁରର ୩୮୫୩ ଚାଷୀ ୩,୧୬,୧୦୬ କୁଇଣ୍ଟାଲ, ନୂଆପଡ଼ାର ୬୮୫୬ ଚାଷୀ ୩,୪୫,୩୦୭ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି। ସେହିଭଳି ସମ୍ବଲପୁରର ୧୨,୩୫୫ ଚାଷୀ ୧୦,୦୯,୧୮୮ କୁଇଣ୍ଟାଲ, ସୁବର୍ଣ୍ଣପୁରର ୧୧,୨୪୨ ଚାଷୀ ୯,୨୭,୬୩୬ କୁଇଣ୍ଟାଲ ଏବଂ ସୁନ୍ଦରଗଡ଼ର ୨୨୫୮ ଜଣ ଚାଷୀ ୧ ଲକ୍ଷ ୫୦ ହଜାର ୩୭୩ କୁଇଣ୍ଟାଲ ଧାନ ବିକ୍ରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri