୨୦୧୯ର ଚର୍ଚ୍ଚିତ ଷ୍ଟାରକିଡ୍‌: ତାଲିକାରେ ତୈମୁର, ଇନାୟା, ସୁହାନା, ଅନନ୍ୟା….

ବମ୍ବେ: ବଲିଉଡ୍‌ର ଷ୍ଟାରକିଡ୍‌ମାନେ ନିଜ ନିଜ ମା’ବାପାଙ୍କଠାରୁ ଚର୍ଚ୍ଚିତ ହେବାରେ କମ୍‌ ନୁହନ୍ତି। ସେଥିପାଇଁ ତ ସେ ସୈଫ୍‌-କରିନାଙ୍କ ତୈମୁର ହୁଅନ୍ତୁ ଅଥବା ଶାହିଦ-ମୀରାଙ୍କ ମିଶା, ସମସ୍ତଙ୍କର ରହିଛି ବଡ଼ ଫ୍ୟାନ୍‌ ଫଲୋଇଙ୍ଗ। ସୋସିଆଲ ମିଡିଆରେ ସେମାନଙ୍କର ଫଟୋ ସେଲିବ୍ରିଟିଙ୍କ ଭଳି ଭାଇରାଲ ହୋଇଥାଏ। କିଛି କିଛି ତ କ୍ୟାମେରା ଫ୍ରେଣ୍ଡଲି ଅଛନ୍ତି। କ୍ୟାମେରା ସମ୍ମୁଖରେ ବିଭିନ୍ନ ପ୍ରକାର ପୋଜ୍‌ ଦେବାକୁ ପଛାଇ ନ ଥାଆନ୍ତି।

୨୦୧୯କୁ ଯଦି ଦେଖିବା ତେବେ ତୈମୁର, ମିଶାଙ୍କ ଭଳି ଇନାୟା ଖେମୁ, ସୁହାନା ଖାନ୍‌, ଆରାଧ୍ୟା ବଚ୍ଚନ, ଅନନ୍ୟା ପାଣ୍ଡେ ପ୍ରମୁଖ ବେଶ୍‌ ଚର୍ଚ୍ଚିତ ହୋଇଛନ୍ତି। ସୁହାନା ନିଜର ଡେବ୍ୟୁକୁ ନେଇ ଲୋକପ୍ରିୟତା ସାଉଁଟି ଚାଲିଛନ୍ତି। ଚଳିତବର୍ଷ ରିଲିଜ୍‌ ହୋଇଥିବା ୧୦ ମିନିଟ୍‌ର ଶର୍ଟ ଫିଲ୍ମ ଦ ଗ୍ରେ ପାର୍ଟ ଅଫ୍‌ ବ୍ଲୁରେ ସେ ନଜରକୁ ଆସିଥିଲେ। ଏହାକୁ ଲୋକେ ପସନ୍ଦ କରିଥିଲେ। ସେହିଭଳି ଅନନ୍ୟା ନିଜ ଡେବ୍ୟୁ ପରେ କାର୍ତ୍ତିକଙ୍କ ସହ ଫିଲ୍ମ ‘ପତି ପତ୍ନି ଔର ଓ୍ବ’ରେ ନଜରକୁ ଆସିଛନ୍ତି। ଚଳଚ୍ଚିତ୍ରଟି ଏବେ ସୁପରହିଟ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri