୨୦୨୦ରେ ଭୁବନେଶ୍ୱର ଆର୍ଟ ସମିଟ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅଜର୍ର୍ନ କରିଥିବା କଳାକାରମାନଙ୍କ ଚିତ୍ରକଳାକୁ ନେଇ ଭୁବନେଶ୍ୱର ‘ଆର୍ଟ ସମିଟ୍‌ ୨୦୧୯’ର ପ୍ରି-ଶୋ ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରି ପରିସରରେ ଆୟୋଜିତ ହୋଇଛି। ଭୁବନେଶ୍ୱର ଆର୍ଟ କାଉନ୍‌ସିଲ୍‌ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଶନିବାରଠାରୁ ଆରମ୍ଭ ହୋଇଥିବାବେଳେ ସୋମବାର ଉଦ୍‌ଯାପିତ ହେବ। ଆସନ୍ତା ୨୦୨୦ ନଭେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରି-ଶୋ’ଭାବେ ଏହା ଆୟୋଜିତ ହେଉଛି। ରାକେଶ ରତନ ନାଥଙ୍କ କନ୍‌ସେପ୍ଟରେ ଆୟୋଜିତ ଏହି ଶୋ’ରେ ପରିବର୍ତ୍ତନ ମହାନ୍ତି, ସୁଜିତ ମଲ୍ଲିକ, ଦେବାଶିଷ ମିଶ୍ର, ପୂର୍ଣ୍ଣିମା ବେହେରା, ଦୀପ୍ତି ବିଶ୍ୱାଳ, ଶିବାନୀ ପଟ୍ଟନାୟକ, ଜ୍ୟୋତିପ୍ରକାଶ ମିଶ୍ର ପ୍ରମୁଖଙ୍କ ଚିତ୍ରକଳା ଏଠାରେ ପ୍ରଦର୍ଶିତ ହୋଇଛି। କ୍ଷୀତିଶ ଦାଶ ଏବଂ ମାହେଶ୍ୱରୀ ପଟ୍ଟନାୟକ ପ୍ରଦର୍ଶନୀ ପରିଚାଳନା ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?