‘୨୦୨୧’ ଜନ୍ମଦିନର ସବୁଠାରୁ ବଡ ଉପହାର: ପରିଣିତି

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପରିଣିତି ଚୋପ୍ରା ଶୁକ୍ରବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି । ଏଥର ସେ ୱାର୍କିଂ ବାର୍ଥ ଡେ ପାଳନ କରିଥିବା କହିଛନ୍ତି । ସେ କହିଛନ୍ତି ୨୦୨୧ ମୋ ପାଇଁ ସବୁଠାରୁ ବଡ ଉପହାର । ଗତ କିଛି ବର୍ଷ ହେବ ପରିଣିତିଙ୍କ ହାତରେ କିଛି ଅଫର ନ ଥିବା ବେଳେ ୨୦୨୧ରେ ତାଙ୍କ ହାତରେ କିଛି ଅଫର ରହିଛି । ତେଣୁ ଏଥର ଜନ୍ମଦିନକୁ ସେ ଶୁଟିଂ ସେଟ୍‌ରେ ଏନଜୟ କରିଛନ୍ତି । ଏବେ ସେ ନେପାଳରେ ସୁରଜ ବଡଜାତ୍ୟାଙ୍କ ଫିଲ୍ମ ‘ଉଂଚାଇ’ର ଶୁଟିଂରେ ବ୍ୟସ୍ତ ଥିବା ଜଣାପଡିଛି । ଆଗକୁ ମଧ୍ୟ ତାଙ୍କ ହାତରେ ଅଫର୍ ରହିଛି । ସେଥିପାଇଁ ପରିଣିତି କହିଛନ୍ତି ୨୦୨୧ର ଜନ୍ମଦିନ ଯେମିତି ହେବା କଥା ସେମିତି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri